Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଶନିବାର ରାଜ୍ୟ ସରକାରୀ ଅଫିସ୍ ଛୁଟି, କାର୍ଯ୍ୟ ଦିବସରେ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌: ଆସିିଲା ନୂଆ ଗାଇଡ୍‌ଲାଇନ୍

30/09/2020 at 7:49 PM

ଭୁବନେଶ୍ୱର୩୦/୯: ଅକ୍ଟୋବର ମାସରେ ଭୁବନେଶ୍ବର ଓ କଟକରେ ସମସ୍ତ ସରକାରୀ ଅଫିସ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ଏଥିସହ ପ୍ରତ୍ୟେକ ଶନିବାର ରାଜ୍ୟର ସମସ୍ତ ସରକାରୀ ଅଫିସ୍‌ ଛୁଟି ରହିବ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଜରୁରୀ ସେବା ସହ ଜଡ଼ିତ କାର୍ଯ୍ୟାଳୟ ଓ ଏସ୍‌ଆରସି ଅଫିସ, ଓସ୍‌ଡମା, ପୁଲିସ, ଅଗ୍ନିଶମ ବିଭାଗ, ସ୍ବାସ୍ଥ୍ୟ ବିଭାଗ, ପୌରସଂସ୍ଥା ଆଦି ସରକାରୀ ସଂସ୍ଥା ସମସ୍ତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ।

ଭୁବନେଶ୍ବର ଓ କଟକରେ ସମସ୍ତ ଅଫିସ୍‌ ଖୋଲା ରହିବ। ହେଲେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାମ ହେବ। ଅଧିକାରୀମାନେ ଅଫିସ୍‌ ଆସିବା ସହ କେଉଁ କେଉଁ ୫୦ ପ୍ରତିଶତ କର୍ମଚାରୀ କେବେ ଆସିବେ ତାହା ନିଷ୍ପତ୍ତି କରିବେ ।  ମାତ୍ର ଅଫିସର କାର୍ଯ୍ୟରେ ଯେଭଳି କୌଣସି ଅସୁବିଧା ନ ଘଟେ ତାହା ଦାୟିତ୍ବରେ ଥିବା ଅଧିକାରୀ ନିଶ୍ଚିତ କରିବେ।

   Related Posts