Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଆଉ ୧୪ ଟଙ୍କା ଭ୍ୟାଟ୍ କମାନ୍ତୁ ରାଜ୍ୟ ସରକାର : ସମୀର ମହାନ୍ତି

6/11/2021 at 2:33 PM

ଭୁବନେଶ୍ବର ୬।୧୧: ଦୀପାବଳି ପୂର୍ବଦିନ ପେଟ୍ରୋଲ, ଡିଜେଲ ଉପରେ ଉତ୍ପାଦ ଶୁଳ୍କ କମାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସାଧାରଣ ଲୋକଙ୍କୁ ବଡ ଆଶ୍ବସ୍ତି ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି । ସେ କହିଛନ୍ତି, ପେଟ୍ରୋଲ ଓ ଡିଜେଲ ପାଇଁ ଭାରତ ଦେଶ ଅନ୍ୟ ଦେଶ ଉପରେ ନିର୍ଭର କରେ । କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ କମାଇଲେ । ରାଜ୍ୟ ସରକାରମାନଙ୍କୁ ମଧ୍ୟ ଭ୍ୟାଟ୍ କମାଇବା ପାଇଁ ଅପିଲ କଲେ ।  ପ୍ରଧାନମନ୍ତ୍ରୀଙ୍କୁ ଓଡିଶାବାସୀଙ୍କ ତରଫରୁ ଧନ୍ୟବାଦ ।  ଓଡିଶା ସରକାର ଆଉ ୧୪ ଟଙ୍କା ଭ୍ୟାଟ୍ କମାଇବା ପାଇଁ ରାଜ୍ୟ ବିଜେପି ସଭାପତି ଦାବି କରିଛନ୍ତି ।

   Related Posts