Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ସାମ୍ବାଦିକଙ୍କ ସୁରକ୍ଷା ନେଇ ବାଚସ୍ପତିଙ୍କ ନିକଟରେ ଦାବି ରଖିଲା କର୍ମଜୀବୀ ସାମ୍ବାଦିକ ସଂଘ

23/12/2019 at 7:32 PM

ଭୁବନେଶ୍ବର୨୩/୧୨: ରାଜ୍ୟରେ ସାମ୍ବାଦିକଙ୍କ ସୁରକ୍ଷା ପାଇଁ ବାଚସ୍ପତିଙ୍କ ନିକଟରେ ଦାବି ରଖିଲା ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ । ଏଥି ସହ ବିଧାନସଭାରେ ଘରୋଇ ବିଲ୍ ଆଣିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି । ଭୁବନେଶ୍ବର ଜୟଦେବ ଭବନରେ  ସଂଘର ପଞ୍ଚମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଉତ୍ସବରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହେଉଥିବା ଆକ୍ରମଣକୁ ନିନ୍ଦା କରିଥିଲେ । ଏଥି ସହ ମହାସଂଘର ଦାବିକୁ ସ୍ବାଗତ କରିଥିଲେ ।  ଏହି ଅବସରରେ କର୍ମଜୀବୀ ସାମ୍ବାଦିକମାନଙ୍କୁ ଜାନକୀ ବଲ୍ଲଭ ସ୍ମୃତି ସାମ୍ବାଦିକରେ ସମ୍ମାନରେ ସମ୍ମାନୀତ କରାଯାଇଥିଲା ।

   Related Posts