Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ଉଦଘାଟିତ ହେଲା ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ-୨୦୧୯

1/12/2019 at 2:46 PM

ଭୁବନେଶ୍ୱର ୧।୧୨: ସ୍ଥାନୀୟ ଆଦିବାସୀ ପ୍ରଦର୍ଶନୀ ପଡିଆରେ ରବିବାର ଉଦଘାଟିତ ହୋଇଛି ରାଜ୍ୟସ୍ତରୀୟ ‘ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ -୨୦୧୯’। ବିଜ୍ଞାନକାରୀଗରି, ସରକାରୀ ଉଦ୍ୟୋଗ ଏବଂ ସାମାଜିକ ସୁରକ୍ଷା ତଥା ଦିବ୍ୟାଙ୍ଗ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମକୁ ଉଦଘାଟିତ କରିଥିବା ବେଳେ ଏଠାରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଏହି ୩ ଦିବସୀୟ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଲୋକେ ଯୋଗ ଦେଇଥିବା ବେଳେ । ଦିବ୍ୟାଙ୍ଗ ସଶକ୍ତିକରଣ ଲାଗି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ ମଧ୍ୟ କରାଯିବ ବୋଲି ଜଣାପଡିଛି।  

   Related Posts