Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ବିଜେଡିରୁ ଇସ୍ତଫା ଦେଲେ ପ୍ରଶାନ୍ତ ସେଠୀ

20/03/2019 at 3:43 PM

ରାଉରକେଲା ୨୦|୩ : ବିଜେଡି ଟିକେଟ୍ ରୁ ବଞ୍ଚିତ ଟିକେଟ୍ ଆଶାୟୀ ଜଣଙ୍କ ପରେ ଜଣେ ଦଳ ଛାଡୁଛନ୍ତି । ଏଭଳି ସ୍ଥିତିରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ପ୍ରଶାନ୍ତ ସେଠୀ । ବିଜୁ ଶ୍ରମିକ ସାମୁଖ୍ୟର  ରାଜ୍ୟ ସମ୍ପାଦକ ଥିଲେ ପ୍ରଶାନ୍ତ ସେଠୀ ।  ରଘୁନାଥପଲ୍ଲୀ ବିଧାନସଭା ଟିକଟ ପାଇଁ ପ୍ରଶାନ୍ତ ଆଶାୟୀ ଥିଲେ । ମାତ୍ର ରଘୁନାଥପଲ୍ଲୀରୁ ତାଙ୍କୁ ଟିକଟ ନମିଳିବାରୁ ସେ ଦଳ ଛାଡିଛନ୍ତି । ଜଣେ ପରେ ଜଣେ ନେତା ବିଜେଡି ଦଳରୁ ଇସ୍ତଫା ଦେଇଚାଲିଥିବାରୁ ଏବେ ବିଜେଡି ସୁପ୍ରିମୋଙ୍କ ମୁଣ୍ଡବିନ୍ଧାର କାରଣ ହୋଇଛି । ତେବେ ବିଜେଡିରୁ ଇସ୍ତଫା ଦେବାପରେ ସେ କଂଗ୍ରେସରେ ମିଶିବା ନେଇ ଚର୍ଚ୍ଚା ହେଉଛି ।

   Related Posts