Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ରାତିରେ କମିବ ତାପମାତ୍ରା, ଆସନ୍ତା ୫ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ

11/11/2019 at 5:08 PM

ଭୁବନେଶ୍ୱର ୧୧।୧୧ –   ରାଜ୍ୟରେ ରାତିରେ ତାପମାତ୍ରା କମିବ ।  ରାତିରେ ତାପମାତ୍ରା କମିବା ସହ  ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ବାତ୍ୟା ବୁଲ୍‌ବୁଲ୍‌ ଯିବା ପରେ ଏବେ ଆକାଶ ମେଘ ମୁକ୍ତ ରହିଛି  । ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ  ରାତିରେ ତାପମାତ୍ରା କମିବ ।  ବାତ୍ୟା ଯୋଗୁଁ ଶୀତ ଆସିବାରେ ସାମାନ୍ୟ ବିଳମ୍ବ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts