Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||

ପିସିସି ସଭାପତିଙ୍କ ପ୍ରେସମିଟ୍ ଉପରେ ପଦ୍ମନାଭ ବେହେରାଙ୍କ ପ୍ରତିକ୍ରିୟା

9/05/2020 at 4:05 PM

ଭୁବନେଶ୍ବର୯/୫: ସୁପ୍ରିମକୋର୍ଟଙ୍କ ରାୟ ପରେ ଓଡିଶାକୁ ଆସିବ ଟ୍ରେନ। ଟ୍ରେନ ବର୍ତ୍ତମାନ ଆନ୍ଧ୍ର ପ୍ରଦେଶ, ତାମିଲନାଡୁ, ମହାରାଷ୍ଟ୍ର, ଗୁଜୁରାଟର ଅହମଦାବାଦ, ଓ ସୁରତରୁ ଆସିବ। ଆସନ୍ତା କାଲି ଆସି ପହଞ୍ଚିବ ସମସ୍ତ ଟ୍ରେନ। ବସରେ ଆସିବା ପାଇଁ ବ୍ୟବସ୍ଥା ନାହିଁ। ଯେଉଁମାନେ ଚାହିଁବେ ନିଜସ୍ବ ବ୍ୟବସ୍ଥାରେ ସ୍ଥାନୀୟ ପ୍ରଶାସନର ଅନୁମତି ନେଇ ଆସି ପାରିବେ।

ପିସିସି ସଭାପତିଙ୍କ ପ୍ରେସମିଟ୍ ଉପରେ ପଦ୍ମନାଭ ବେହେରାଙ୍କ ପ୍ରତିକ୍ରିୟା ଦେଇଛନ୍ତି ଯେ, ରାଜ୍ୟ ସରକାରଙ୍କ ଆନ୍ତରିକତା ରହିଛି।ସରକାର ସ୍ଥିତି ଉପରେ ନଜର ରଖିବା ସହ ପଦକ୍ଷେପ ନେଉଛନ୍ତି। ସବୁ ବ୍ୟବସ୍ଥା ମଧ୍ୟ କରାଯାଉଛି।ଯେଉଁ ପ୍ରକ୍ରିୟାରେ ଲୋକ ଆସୁଛନ୍ତି ସେହି ପ୍ରକ୍ରିୟାରେ ଲୋକମାନେ ଆସିବେ।ଏଥିରେ କୌଣସି ରାଜନୀତି ନାହିଁ। ଯେଉଁମାନେ ଏମିତି କହୁଛନ୍ତି ସେମାନେ ରାଜନୀତି କରିବା ପାଇଁ ଏମିତି କହୁଛନ୍ତି।

   Related Posts