Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଭୁବନେଶ୍ୱର ଷ୍ଟେସନରେ ଚେକିଂ କଡାକଡି: ଟେଷ୍ଟିଂ, ଟ୍ରାକିଂ ଓ ଟ୍ରେସିଂକୁ ଗୁରୁତ୍ୱ

12/04/2021 at 9:12 AM

ଭୁବନେଶ୍ୱର ୧୨/୪: ଖୋର୍ଦ୍ଧାରେ ଦିନକୁ ଦିନ ସଂକ୍ରମଣ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୭୪୧ ପଜିଟିଭି ଚିହ୍ନଟ ହୋଇଛନ୍ତି । ସେଥିରୁ ଖୋର୍ଦ୍ଧାରୁ ୨୦୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେହିଭଳି ରାଜଧାନୀ ଭୁବନେଶ୍ବରରୁ ପ୍ରତିଦିନ ପାଖାପାଖି ୧୫୦ ଆକ୍ରାନ୍ତ ବାହାରୁଛନ୍ତି । ବିଏମ୍‌ସି ସୂଚନା ଅନୁସାରେ ଭୁବନେଶ୍ୱର ରେଲୱେ ଷ୍ଟେସନରୁ ୩୦ ରୁ ଅଧିକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ବିଏମ୍‌ସି ଟେଷ୍ଟିଂ, ଟ୍ରାକିଂ ଓ ଟ୍ରେସିଂକୁ ଗୁରୁତ୍ୱ ଦେଇଛି । ପୂର୍ବରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ବର୍ତ୍ତମାନ ବିଏମ୍‌ସି ପକ୍ଷରୁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ କରାଯାଇଥିବା ବେଳେ ମାସ୍କ, ସାମାଜିକ ଦୂରତା ପାଳନ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ଷ୍ଟେସନରେ ତନ୍ନତନ୍ନ ଯାଞ୍ଚ କରୁଛନ୍ତି ଟିମ୍ ।

   Related Posts