ହଜିଗଲା ମା'ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !

Published By : Prameya-News7 Bureau | December 03, 2020 IST

କନ୍ଧମାଳ ୩।୧୨: ଝିଅର ଗାଲ କାଟିଦେଲା ସାବତ ମା’ । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ବଡଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପାରିବାରକ କଳହକୁ ନେଇ ରାଗରେ ୪ ବର୍ଷ ଝିଅର ଗାଲ ସାବତ ମା’ କାଟି ଦେଇଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ଚାଇଲ୍ଡ ଲାଇନ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଏନେଇ ବାଲିଗୁଡା ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.