Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ

26/01/2021 at 1:34 PM

ଭୁବନେଶ୍ବର ୨୬।୧: ଏସଟିଏଫ ପଞ୍ଝାରେ ଆଉ ଜଣେ ବ୍ରାଉନସୁଗାର ବେପାରୀ । ଗିରଫ ବ୍ରାଉନସୁଗାର ବେପାରୀଙ୍କଠାରୁ ୧ କେଜି ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଏସଟିଏଫ ଟିମ୍ । ଭଦ୍ରକ ଶଙ୍କରନଗରରୁ ଏହି ବ୍ରାଉନସୁଗାର ଏସଟିଏଫ ଟିମ୍ ଜବତ କରିଥିବା ଜଣାପଡିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟି ୧୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଗିରଫ ବ୍ରାଉନସୁଗାର ବେପାରୀ ଜଣଙ୍କ ହେଉଛନ୍ତି ମିହ୍ନାଜ କାଦ୍ରୀ ।

   Related Posts