Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ପଥର ଖାଦାନରେ ବିସ୍ଫୋରଣ, ଚାଲିଗଲା ଜଣଙ୍କ ଜୀବନ

28/02/2021 at 7:04 PM

ଝାରସୁଗୁଡା୨୮/୨: ପଥର ଖାଦାନରେ ବିସ୍ଫୋରଣ। ଝାରସୁଗୁଡ଼ା ଜିଲ୍ଲା ବନହରପାଲି ଥାନା ଅନ୍ତର୍ଗତ ସେନହାମାଲ ପଥର ଖାଦାନରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବିସ୍ଫୋରଣରେ ବାଦୀମାଲ ଗାଁର ୩୬ ବର୍ଷୀୟ ହରିଶଙ୍କର ଭୋଇଙ୍କ ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଟିଆରଏଲ୍‌ କ୍ରୋସାକୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।  ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ସ୍ଥାନୀୟ ବନରହପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ମିଳିଥିବା ସୂଚନା ମୁତାବକ, ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।

   Related Posts