Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ଏସିଡ ଆକ୍ରମଣ ରୋକିବାକୁ କଳିଙ୍ଗ ଷ୍ଟାଡିୟମରେ ଷ୍ଟପାଥନ

27/05/2018 at 7:37 AM

ମହିଳାଙ୍କ ଉପରେ ଦିନକୁ ଦିନ ବଢି ଚାଲିଥିବା ଏସିଡ୍ ଆକ୍ରମଣକୁ ରୋକିବା ଦିଗରେ ସଚେତନତା କାର୍ଯ୍ୟକ୍ରମ । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି ଷ୍ଟପାଥନ୍ । ଲୋକଙ୍କୁ ସଚେତନତ କରିବାକୁ କଳିଙ୍ଗ ଷ୍ଟାଡିୟମରୁ ଏକ ମାରାଥନ ବାହାରି ସହର ପରିକ୍ରମା କରିଥିଲା । ଏଥିରେ ଓଡିଶା ସମେତ ବିଭିନ୍ନ ରାଜ୍ୟର ଏସ୍ଡି ଆକ୍ରମଣ ଶିକାର ପୀଡିତା, ସାଧାରଣ ଲୋକେ ସାମଲ ହୋଇଥିଲେ । ଏହାସହ ବଜାରରେ ମିଳୁଥିବା ଏସ୍ଡି ବିକ୍ରି ଉପରେ କଟକଣା ଲଗାଇବା, ଏସିଡ୍ ଆକ୍ରମଣର ସିକାର ହୋଇଥିବା ପୀଡିତାଙ୍କୁ ସରକାର ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ କରିବା ପାଇଁ ଦାବି କରାଯାଇଛି । ISD ନାମକ ଏକ ସାମାଜିକ ସଂସ୍ଥା ପକ୍ଷରୁ ଏହି ମାରାଥନର ଆୟୋଜନ କରାଯାଇଥିଲା ।

Leave a Reply

   Related Posts