Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ରାଜଧାନୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି

3/12/2021 at 2:08 PM

ନୂଆଦିଲ୍ଲୀ ୦୩/୧୨: ରାଜଧାନୀ ଦିଲ୍ଲୀରେ COVID-19 ‘Omicron’ ଭାରିଆଣ୍ଟ ନେଇ ବାଜିଲା ସତର୍କ ଘଣ୍ଟି । ସଂକ୍ରମିତ ହୋଇଥିବା ସନ୍ଦେହରେ ୧୨ ଜଣ ରୋଗୀଙ୍କୁ ଦିଲ୍ଲୀର ଲୋକ ନାୟକ ଜୟ ପ୍ରକାଶ ନାରାୟଣ (LNJP) ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ଗୁରୁବାର ଦିନ ୮ ଓମିକ୍ରନ୍ ସନ୍ଦିଗ୍ଧ ରୋଗୀଙ୍କୁ LNJP ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ଚାରିଜଣ ସନ୍ଦିଗ୍ଧଙ୍କୁ ଆଡମିଶନ କରାଯାଇଛି ।

ସେଥିମଧ୍ୟରୁ ଦୁଇଜଣ COVID-19 ପଜିଟିଭ୍ ଥିବାବେଳେ ଅନ୍ୟ ଦୁଇଜଣଙ୍କ ପରୀକ୍ଷା ରିପୋର୍ଟକୁ ଅପେକ୍ଷା କରାଯାଇଛି । ସୂତ୍ରରୁ ପ୍ରକାଶ ଯେ ଏହି ଚାରିଜଣ ସନ୍ଦିଗ୍ଧଙ୍କ ମଧ୍ୟରୁ ଦୁଇଜଣ ବ୍ରିଟେନରୁ, ଜଣେ ଫ୍ରାନ୍ସରୁ ଏବଂ ଜଣେ ନେଦରଲାଣ୍ଡରୁ ଆସିଛନ୍ତି । ଏହା ସହିତ କୁହାଯାଇଛି ଯେ ଆଜି ସମସ୍ତ ଚାରିଜଣ ରୋଗୀଙ୍କ ନମୁନା ଜେନୋମ ସିକ୍ୱେନ୍ସିଂ ପାଇଁ ପଠାଯିବ ।

   Related Posts