Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଚିନ୍ ପାଇଲଟ୍‌ଙ୍କ ଫୁସଫୁସରେ ସଂକ୍ରମଣ, ଆଜି ଆସିବ ଟେଷ୍ଟ ରିପୋର୍ଟ
  • ||
  • ବରିଷ୍ଠ ବିଜେପି ନେତାଙ୍କ ବିବାଦୀୟ ବୟାନ୍-‘ମୁସଲମାନ୍ ପ୍ରାର୍ଥୀଙ୍କୁ କେବେ ବି ଦେବୁନି ଟିକେଟ୍’
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

କ୍ବାରେଣ୍ଟାଇନ୍ ସେଣ୍ଟରରେ ମଦୁଆ ଓ ଅସାମାଜିକଙ୍କ ଉତ୍ପାତ ପ୍ରତିବାଦରେ ରାସ୍ତା ଅବରୋଧ

31/05/2020 at 9:19 PM

ଗଞ୍ଜାମ୩୧/୫: ଗଞ୍ଜାମ ଜିଲ୍ଲା ପୋଲସରା ଥାନା କଳମ୍ବ ଗାଁ ପୁରୁଷୋତ୍ତମ ହାଇସ୍କୁଲ ରାସ୍ତା ଅବରୋଧ କରିଛନ୍ତି ଗ୍ରାମବାସୀ । ଗାଁରେ ଥିବା କ୍ବାରେଣ୍ଟାଇନ ସେଣ୍ଟର ନିକଟରେ ମଦ୍ୟପ ଓ ଅସାମାଜିକଙ୍କ ଉତ୍ପାତ ଲାଗି ରହିଥିବା ଅଭିଯୋଗ ହେଉଥିବା ବେଳେ ସରପଞ୍ଚଙ୍କ କୌଣସି କଥାକୁ ଖାତିର କରନ୍ତି ନାହିଁ ପ୍ରବାସୀମାନେ। ଯାହାର ପ୍ରତିବାଦରେ ଆଜି ଗ୍ରାମବାସୀଙ୍କ ପକ୍ଷରୁ ରାସ୍ତା ଅବରୋଧ କରାଯାଇଥିବା ବେଳେ ଘଟଣାକୁ ନେଇ ଗାଁରେ ଅଶାନ୍ତି ଦେଖାଦେଇଛି ।  ସେପଟେ ପୋଲସରା ତହସିଲଦାର ଘଟଣାସ୍ଥଳରେ ପହଞ୍ଚି  ତଦନ୍ତ ଆରମ୍ଭ କରିଛନ୍ତି ।

   Related Posts