Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ରାଇରଙ୍ଗପୁରରେ କଡାକଡ଼ି ଚେକିଂ, ଅମାନିଆଙ୍କ ପାଖରୁ ଆଦାୟ ହଉଛି ଫାଇନ

10/05/2021 at 5:57 PM

ରାଇରଙ୍ଗପୁର,୧୦/୫: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ କରୋନା ଚେନ ଭାଙ୍ଗିବା ନେଇ ଟାଉନ ଥାନା ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଚେକିଂ ଓ ଫାଇନ ଆଦାୟ ଜୋରଦାର କରାଯାଉଛି । ଅମାନିଆଙ୍କୁ ସାବାଡ଼ କରିବା ପାଇଁ ବାଇକ ଓ କାର ଚାଳକଙ୍କୁ ତାଗିଦ କରିବା ସହ ଫାଇନ କଟାଯାଉଛି ।

ଅନ୍ୟପଟେ ସହରରେ ବିଭିନ୍ନ ଦୋକାନ ଓ କମ୍ପ୍ୟୁଟର ଶିକ୍ଷା ଅନୁଷ୍ଠାନରେ ଚଢ଼ାଉ କରି ଲକଡାଉନ ଉଲ୍ଲଂଘନ କାରୀଙ୍କ ଠାରୁ ମୋଟା ଅଙ୍କର ଫାଇନ ଆଦାୟ କରାଯାଉଥିବା ଦେଖିବାକୁ ମିଳିଛି । ତେବେ ସକାଳ ମାର୍କେଟରେ ଅସମ୍ଭବ ଭିଡ଼ ହୋଉଥିଲେ ମଧ୍ୟ ପ୍ରଶାସନ ଆଖିବୁଜି ଦେଇଥିବା ସହିତ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି ।

   Related Posts