Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବିଡିଓଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ, ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ନିର୍ବାଚିତ ଜନ ପ୍ରତିନିଧିଙ୍କ ଧାରଣା ୪ର୍ଥ ଦିନରେ

12/04/2021 at 12:38 PM

କରଞ୍ଜିଆ ୧୨।୪: ମୟୁରଭଞ୍ଜ ଜିଲ୍ଲା ଶୁକ୍ରୁଳି ବ୍ଲକ୍ କାର୍ଯ୍ୟାଳୟରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ତାଲା ପକାଇ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କ ଧାରଣା ୪ର୍ଥ ଦିନରେ ପହଞ୍ଚିଛି ।  ବିଡ଼ିଓଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରିବା ସହ ବଦଳି ହୋଇଥିବା ବିଡ଼ିଓଙ୍କୁ ତୁରନ୍ତ ରିଲିଫ କରାଯାଇ ନୂଆ ବିଡ଼ିଓଙ୍କୁ ନିଯୁକ୍ତି ଦିଆଯିବା ସଙ୍ଗେସଙ୍ଗେ ବ୍ଲକ୍ କାର୍ଯ୍ୟାଳୟରେ ଖାଲି ପଡିଥିବା ପଦବୀଗୁଡିକ ପୂରଣ ଆଦି ଦାବି କରିଛନ୍ତି ।

ଶୁକ୍ରୁଳି ବ୍ଲକରେ ଥିବା ୧୦ଗୋଟି ପଞ୍ଚାୟତର ୨୦ ଜଣ ନିର୍ବାଚିତ ଜନ ପ୍ରତିନିଧି ଗତ ୯ ତାରିଖ ଶୁକ୍ରବାର ଦିନରୁ ବ୍ଲକ୍ କାର୍ଯ୍ୟାଳୟରେ ତାଲା ପକାଇ ସମ୍ମୁଖରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି । ଏହାସହ ସୋମବାର ସକାଳୁ ସକାଳୁ ତାଲାବନ୍ଦ ଆନ୍ଦୋଳନ ଜାରି ରଖିଛନ୍ତି ।

   Related Posts