Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ନିଯୁକ୍ତି ଦାବିରେ ବଡ଼ମାଲ୍ ଗୋଳାବାରୁଦ କାରଖାନା ଆଗରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିସ୍ଥାପିତଙ୍କ ଧାରଣା

30/09/2020 at 5:19 PM

ବଲାଙ୍ଗିର ୩୦।୯: ବଲାଙ୍ଗିର ବଡ଼ମାଲ୍ ଗୋଳାବାରୁଦ କାରଖାନା ଆଗରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା । ନିଯୁକ୍ତି ଦାବିରେ କାରଖାନା ଗେଟ୍ ଆଗରେ ଧାରଣା ଦେଇଛନ୍ତି ବିସ୍ଥାପିତ । ହାଇକୋର୍ଟ ଓ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବା ପାଇଁ ଦାବି ହୋଇଛି ।

୧୯୫୪ ମସିହାରେ ଗୋଳାବାରୁଦ କାରଖାନାରେ ୧୦୩୦ ଜଣ ବିସ୍ଥାପିତଙ୍କୁ ନିଯୁକ୍ତି ଦେବାପାଇଁ ନିର୍ଦ୍ଦେଶ ଦେଇଥିଲେ କେନ୍ଦ୍ର ସରକାର । ଏବେ ବି ୩୦ ଜଣ ନିଯୁକ୍ତି ପାଇବାରୁ ବଞ୍ଚିତ ଅଛନ୍ତି । ଦୀର୍ଘ ୪ ଦଶନ୍ଧି ଧରି ବିସ୍ଥାପିତ ନ୍ୟାୟ ପାଇଁ ଆନ୍ଦୋଳନ କରୁଛନ୍ତି ।

   Related Posts