Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ଟିଟିଲାଗଡ଼କୁ ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବି ; ଆଜିଠୁ ତିନିଦିନ ପାଇଁ ଅର୍ଥନୈତିକ ଅବରୋଧ

20/11/2018 at 12:20 PM

ବଲାଙ୍ଗିର ୨୦|୧୧:  ଟିଟିଲାଗଡ଼କୁ ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ଆଜିଠୁ ତିନିଦିନ ପାଇଁ ଅର୍ଥନୈତିକ ଅବରୋଧ କରିବାକୁ କ୍ରିୟାନୁଷ୍ଠାନ କମିଟି ନିଷ୍ପତ୍ତି ନେଇଛି। ଆଜି ଟିଟିଲାଗଡ଼ ସହରରେ ସମସ୍ତ ସରକାରୀ ଓ ବେସରକାରୀ ବ୍ୟାଙ୍କ ରହିଛି। ସବୁ ଅର୍ଥ ଲଗାଣକାରୀ ସଂସ୍ଥାକୁ ମଧ୍ୟ ବନ୍ଦ ରଖାଯାଇଛି। ସହରର ସମସ୍ତ ସରକାରୀ ଅଫିସକୁ ମଧ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦିଆଯାଇଛି । ସରକାରୀ ଅଫିସ ଗୁଡ଼ିକ ଆଜି ଖୋଲିନଥିବା ଦେଖିବାକୁ ମିଳିଛି।

   Related Posts