Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||

ଧାରଣାକୁ ଓହ୍ଲାଇଲେ ବିଜେପି କଲେଜର ଛାତ୍ରଛାତ୍ରୀ: କହିଲେ, ପରୀକ୍ଷା ବାତିଲ କର, ନହେଲେ…

9/06/2020 at 11:53 AM

ଭୁବନେଶ୍ବର୯/୬: ରମାଦେବୀ ଓ ଉତ୍କଳ ବିଶ୍ଵବିଦ୍ୟାଳୟ ପରେ ଧାରଣାକୁ ଓହ୍ଲାଇଲେ ବିଜେପି ମହାବିଦ୍ୟାଳୟ ଛାତ୍ରଛାତ୍ରୀ। ପରୀକ୍ଷା ବାତିଲ କର ନଚେତ ବିକଳ୍ପ ବ୍ୟବସ୍ଥା ଆପଣାଇବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ। ବର୍ତ୍ତମାନ ସ୍ଥିତିରେ ସରକାର ଏହି ଦୁଇମାସ ଗୁରୁତ୍ୱପୂର୍ଣ୍ଣ କହୁଥିବା ବେଳେ ଜୁଲାଇ ଦ୍ୱିତୀୟ ସପ୍ତାହରେ କିଭଳି ପରୀକ୍ଷା କରିବ, ସେ ନେଇ ପ୍ରଶ୍ନ କରିଛନ୍ତି। ଉତ୍କଳ ବିଶ୍ଵବିଦ୍ୟାଳୟ ଅନୁବନ୍ଧିତ ସମସ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ ୭ ତାରିଖରୁ ପରୀକ୍ଷା ଆରମ୍ଭ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇବ ପରେ ଜୋର ଧରିଛି ଛାତ୍ର ଆନ୍ଦୋଳନ।

ଉଚ୍ଚଶିକ୍ଷା ବିଭାଗ ପରୀକ୍ଷା ବାତିଲ କରିବାକୁ ଦାବି କରିଛନ୍ତି। ସାରାଦେଶ ସହ ରାଜ୍ୟରେ କରୋନା କାୟା ବିସ୍ତାର କରୁଥିବା ବେଳେ ଏକାଠି ହୋଇ ପରୀକ୍ଷା ଦେବା ଓ ଗୋଟିଏ ହଷ୍ଟେଲରେ ରହିବା, ଏକାଠି ଖାଇବା ଓ ଅନ୍ୟାନ୍ୟ କାମ ଭିତରେ ସଂକ୍ରମଣର ସମ୍ଭାବନା ଅଧିକ ରହୁଛି । ଏଣୁ ବର୍ତ୍ତମାନ ସ୍ଥିତିରେ ପରୀକ୍ଷା କରିବା ଅର୍ଥାତ ଛାତ୍ରଛାତ୍ରୀଙ୍କ ଜୀବନ ସହ ଖେଳିବା। ଏଣୁ ଏହାର ବିକଳ୍ପ ବ୍ୟବସ୍ଥା ରାଜ୍ୟ ସରକାର ଚିନ୍ତା କରନ୍ତୁ ଏବଂ ପରୀକ୍ଷା ବାତିଲ ହେଉ।

   Related Posts