Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ସ୍କୁଲରେ ତାଲା ପକାଇବା ସହ ଧାରଣରେ ବସିଲେ ଅଭିଭାବକ ଓ ଛାତ୍ରମାନେ

12/12/2019 at 6:27 PM

ଯାଜପୁର୧୨/୧୨: ଅଙ୍ଗାଳୋ ଉଚ୍ଚ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରମାନେ। ବରୀ ବ୍ଲକ ଅଙ୍ଗାଳୋ ଗ୍ରାମର ଅଙ୍ଗାଳୋ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ପ୍ରତାପ କୁମାର ମିଶ୍ରଙ୍କ ବଦଳିକୁ ନେଇ ଆଜି ଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇବା ସହ ଧାରଣାରେ ବସିଛନ୍ତି।

ବିଦ୍ୟାଳୟରେ ୫ଟି ଶ୍ରେଣୀରେ ୮୦ଜଣ ଛାତ୍ର ପଢ଼ୁଥିବା ବେଳେ ୬ ଜଣ ଶିକ୍ଷକ ରହିଛନ୍ତି। ବିଦ୍ୟାଳୟରେ ବହୁ କଷ୍ଟରେ ପାଠ ପଢ଼ା ଚାଲିଥିବା ବେଳେ କେଉଁ ପରିସ୍ଥିତିରେ ସଂସ୍କୃତ ଶିକ୍ଷକ ପ୍ରତାପ କୁମାର ମିଶ୍ରଙ୍କ ବଦଳି କରାଯାଉଛି ବୋଲି ଅଭିଭାବକମାନେ ପ୍ରଶ୍ନ କରିଛନ୍ତି।

ସେଥିମଧ୍ୟରୁ ସଂସ୍କୃତ, ହିନ୍ଦୀଓ ଓଡ଼ିଆ ପଢ଼ାଉଥିବା ଶିକ୍ଷକ ବଦଳିକୁ ନେଇ ଆଜି ଏଭଳି ପରସ୍ଥିତି ଦେଖିବାକୁ ମିଳିଛି। ଯଦି ଦୁଇଦିନ ଭିତରେ ଶିକ୍ଷକଙ୍କୁ ଅଣା ନ ଯାଏ ତେବେ ରାସ୍ତା ରୋକ କରିବା ସହ ବିଦ୍ୟାଳୟ ବନ୍ଦ ରହିବ ବୋଲି ଚେତାବନୀ ଦେଇଛନ୍ତି ଛାତ୍ର ଓ ଅଭିଭାବକମାନେ।

   Related Posts