Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ବାଙ୍କୀରେ ଛାତ୍ରଙ୍କ ଆତ୍ମାହୁତି ଉଦ୍ୟମ

26/06/2018 at 10:41 AM

ଏନସିସି କ୍ୟାଡରରୁ ବାଦ ପଡିବା ପରେ ଭାଙ୍ଗିପଡିଥିଲେ ବାଙ୍କୀ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଛାତ୍ର ବୀରେନ ଦଳେଇ | ସେ ଯୁକ୍ତ ୩ ଦ୍ୱିତୀୟ ବର୍ଷର କଲା ଛାତ୍ର | ପ୍ରିନ୍ସିପାଲଙ୍କ ଅଫିସ ଆଗରେ ଦେହରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ | କଲେଜର ଅନ୍ୟ ଛାତ୍ରମାନେ ବୀରେନଙ୍କୁ ଉଦ୍ଧାର କରିଛନ୍ତି | ତେବେ ପ୍ରିନ୍ସିପାଲ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ବୀରେନଙ୍କୁ ପ୍ରତିଶୃତି ଦେଇଛନ୍ତି |

   Related Posts