Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ପିଲାଙ୍କୁ ମିଳୁନି ବହି , ବୋହି ନେଉଛି କବାଡି ବାଲା

24/04/2018 at 10:00 AM

ପିଲାଙ୍କୁ ବହି ମିଳୁନି, ବୋହି ନେଉଛି କବାଡି ବାଲା … ଭଦ୍ରକ ତିହିଡ଼ି ଗୁଆମାଳ ଅଞ୍ଚଳରେ କବାଡ଼ି ବାଲା ଟ୍ରଲିରୁ ବିପୁଳ ପାଠ୍ୟ ପୁସ୍ତକ ଜବତ …ପ୍ରକାଶ ନାଥ ନାମକ ଜଣେ କବାଡିଆ ତାଙ୍କ ଟ୍ରଲିରେ ଏହି ବହିଗୁଡ଼ିକ କିଣି ଆଣୁଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ସନ୍ଦେହରେ ଅଟକାଇଥିଲେ …..ଥାନାରେ କବାଡିଆକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ…ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଚାପା ଉତ୍ତେଜନା ଦେଖା ଦେଇଛି ….

Leave a Reply

   Related Posts