Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଶୈଳଶ୍ରୀବିହାର ସ୍ଥିତ ଏକ ଘରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

15/06/2019 at 12:49 PM

ଭୁବନେଶ୍ବର ୧୫|୬: ଭୁବନେଶ୍ବର ଶୈଳଶ୍ରୀ ବିହାରର ଏକ ଘର ଭିତରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର । ମୃତ ଛାତ୍ର ହେଉଛନ୍ତି ବିଭୂପ୍ରସାଦ ମହାରଣା । ତାଙ୍କ ଘର ନିଆଳି ଚାରିଛକ ଅଞ୍ଚଳରେ । ସେ ଶୈଳଶ୍ରୀବିହାର ଅଞ୍ଚଳରେ ଭଡା ଘରେ ରହୁଥିଲେ । ବିଟେକ୍ ପରେ ସେ ଭୁବନେଶ୍ବରରେ ରହି ଚାକିରୀ ଖୋଜୁଥିଲେ । ତେବେ କେଉଁ କାରଣ ପାଇଁ ତାଙ୍କର ମୃତ୍ୟୁ ହୋଇଛି ତାହା ଜଣା ପଡିନି । ଏହା ଏକ ଆତ୍ମହତ୍ୟା ନା ଆଉ କିଛି, ସେନେଇ ପୋଲିସ ତଦନ୍ତ କରୁଛି ।

   Related Posts