Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

ଟ୍ରକ୍ ଧକ୍କାରେ ଛାତ୍ରୀ ମୃତ

8/08/2018 at 8:31 AM

ବଲାଙ୍ଗିର ୮/୮ : ବଲାଙ୍ଗିର ଟାଉନ୍ ଥାନା ଅନ୍ତର୍ଗତ ହିରୋ ଶୋ ରୁମ୍ ସମ୍ମୁଖରେ ଟ୍ରକ୍ ଧକ୍କାରେ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବଲାଙ୍ଗିର କଲେଜର ଯୁକ୍ତ ଦୁଇ ଛାତ୍ରୀ ମିଲି ନାୟକ । ସେ ଆଜି ସକାଳେ କଲେଜ ଆସୁଥିବା ବେଳେ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଛାତ୍ରୀଙ୍କର ମୃତ୍ୟୁ ଘଟିଥିଲା । କ୍ଷତିପୂରଣ ଦାବିରେ ଗାନ୍ଧିନଗର ଛକରେ ମୃତଦେହ ରଖି ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକ । ଆନ୍ଦୋଳନରେ କଲେଜ ଛାତ୍ରଛାତ୍ରୀ ବି ସାମିଲ୍ ହୋଇଛନ୍ତି । ଫଳରେ ବଲାଙ୍ଗିର-ସମ୍ବଲପୁର ରାସ୍ତାରେ ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା । ମୃତ ଛାତ୍ରୀଙ୍କ ପରିବାରକୁ କ୍ଷତିପୂରଣ ୫ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଦାବି ହେଉଛି । ଦୁର୍ଘଟଣା ଘଟାଇଥିବା ଟ୍ରକ୍ କୁ ପୋଲିସ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ।

   Related Posts