Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହଷ୍ଟେଲ ଅନ୍ତେବାସିନୀଙ୍କ ମୃତ୍ୟୁ

11/07/2019 at 10:22 AM

ରାୟଗଡା ୧୧|୭: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୁନିଗୁଡା ବ୍ଲକ୍ କୁମୁଡ଼ାବାଲି ସ୍ଥିତ କସ୍ତୁରବା ବାଳିକା ବିଦ୍ୟାଳୟର ଜଣେ ଅନ୍ତେବାସିନୀଙ୍କର ମୃତ୍ୟୁ ହୋଇଛି । ବାଳିକା ଜଣକ ଖାଇସାରିବା ପରେ ହଷ୍ଟେଲକୁ ଫେରିବା ସମୟରେ ଓହଳିଥିବା ତାରକୁ ଧରିବା ପରେ ବିଦ୍ୟୁତ୍ ଆଘାତରେ ତାଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ପ୍ରତ୍ୟେକ ଦିନ ଭଳି କସ୍ତୁରବା ହଷ୍ଟେଲରେ ଥିବା ୧୩୦ ଜଣ ଛାତ୍ରୀ ଖାଇସାରି ଫେରିବାବେଳେ ସେଟାରେ ଥିବା କାନ୍ଥରେ ଓହଳି ଥିବା ଏକ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଜଣେ ଛାତ୍ରୀ ଆସିଥିଲେ । ଫଳରେ ସପ୍ତମ ଶ୍ରେଣୀ ଛାତ୍ରୀ ନନ୍ଦିନୀ କାଡ୍ରକାଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ପ୍ରଥମେ ତାରରେ ଲାଗିଯିବାରୁ ତାଙ୍କୁ ଅନ୍ୟ ସହପାଠୀମାନେ ଅଲଗା କରିବା ସହ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଖବର ଦେବାପରେ ଛାତ୍ରୀ ଜଣଙ୍କୁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts