Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ବୁର୍ଲା ସ୍ଥାନାନ୍ତର ବେଳେ ରାସ୍ତାରେ ଛାତ୍ରୀଙ୍କ ମୃତ୍ୟୁ, ବିଷ ପିଇ ହୋଇଥିଲେ ଗୁରୁତର

28/09/2019 at 10:51 AM

କଳାହାଣ୍ଡି ୨୮।୯: କଳାହାଣ୍ଡିରେ ବସଷ୍ଟାଣ୍ଡରେ ବିଷ ପିଇ ଗୁରୁତର ହୋଇଥିବା କଲେଜ ଛାତ୍ରୀଙ୍କ ବୁର୍ଲା ସ୍ଥାନାନ୍ତର ବେଳେ ରାସ୍ତାରେ ମୃତ୍ୟୁ ହୋଇଛି ।

ଗତ ୨୬ ତାରିଖରେ କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବସଷ୍ଟାଣ୍ଡରେ ଛାତ୍ରୀ କୀଟନାଶକ ପିଇ ଥିଲେ । ପ୍ରେମ ସଂପର୍କକୁ ନେଇ ପ୍ରେମିକର ପ୍ରତାରଣା ପାଇଁ ବିଷ ପାନ କରିଥିବା ସନ୍ଦେହ କରାଯାଉଛି । ମାମଲାରେ ପ୍ରେମିକ ନର୍ଲା କଲେଜର ଯୁକ୍ତ ତିନି ଛାତ୍ର ମଦନପୁର ରାମପୁର ଥାନାରେ ଅଛି ।

   Related Posts