Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ସାପ କାମୁଡ଼ାରେ ଛାତ୍ରୀ ମୃତ୍ୟୁ

18/07/2018 at 11:30 AM

ଆନନ୍ଦପୁର ଘସିପୁରା ଥାନା ଅନ୍ତର୍ଗତ ଵାରୀଗାଁ ୟୁଜିଏମଇ ସ୍କୁଲରେ ଘଟିଛି ଅଘଟଣ | ସ୍କୁଲରେ ସାପ କାମୁଡ଼ାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି | ଛାତ୍ରୀ ଜଣକ ହେଲେ ଚତୁର୍ଥ ଶ୍ରେଣୀର ମାମାଲି ସାହୁ | ଶ୍ରେଣୀଗୃହରେ ପାଠ ପଢ଼ୁଥିବା ବେଳେ ମାମାଲି ଅସୁସ୍ଥ ହୋଇପଡିଥିଲେ | ସଂଗେ ସଂଗେ ମାମାଲିକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା | ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ | ତେବେ ସାପ କାମୁଡ଼ାରେ ମାମାଲିର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି | ବନବିଭାଗ କର୍ମଚାରୀ ଆସି ଶ୍ରେଣୀଗୃହରୁ ଏକ ନାଗସାପ ଉଦ୍ଧାର କରିଛି |

   Related Posts