Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୪୩୦ କୋଟି ଟଙ୍କା
  • ||
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||

ବ୍ରହ୍ମପୁର ଲାଞିପଲ୍ଲୀରେ ପହଁରା ଶିଖୁଥିବାବେଳେ ପୋଖରୀରେ ବୁଡି ଛାତ୍ର ମୃତ

5/11/2018 at 12:43 PM

ଗଞ୍ଜାମ ୫|୧୧: ପୋଖରୀରେ ବୁଡି ଛାତ୍ରଙ୍କର ମୃତ୍ୟୁ ହୋଇଛି । ବ୍ରହ୍ମପୁର ଲାଞିପଲ୍ଲୀ ନିକଟସ୍ଥ ଏକ ପୋଖରୀରେ ପହଁରା ଶିଖୁଥିବା ବେଳେ ଏଭଳି ଅଘଟଣ ଘଟିଛି । ମୃତକ ହେଲେ କୁଳଦୀପ କୁମାର ନାୟକ । ଅଗ୍ନିଶମ ବିଭାଗ ପହଞ୍ଚି ଛାତ୍ରଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ସୂଚନା।

   Related Posts