Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଛାତ୍ରୀ ନିବାସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

21/06/2019 at 4:27 PM

ନିଆଳି ୨୧|୬: ଛାତ୍ରୀ ନିବାସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଅଡଶପୁର ମହାବିଦ୍ୟାଳୟର ଛାତ୍ରୀ ନିବାସରୁ ମିଳିଛି ମୃତଦେହ । ମୃତ ଛାତ୍ରୀ ହେଲେ ଯୁକ୍ତ ୩ ବାଣିଜ୍ୟ ବିଭାଗ ପ୍ରଥମ ବର୍ଷର ଛାତ୍ରୀ ନିକିତା ମୁଦୁଲି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ମେଡିକାଲ ପଠାଇଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

   Related Posts