Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ସ୍କୁଲ ନିକଟ ଗଛରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

13/11/2019 at 12:41 PM

ମାଲକାନଗିରିର ୧୩।୧୧: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡାରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଆଜି ସକାଳ ପ୍ରାୟ ୮ଟା ସମୟରେ ହଷ୍ଟେଲର ଜଣେ ଛାତ୍ରଙ୍କ ମୃତଦେହ ବିଦ୍ୟାଳୟ ନିକଟରେ ଥିବା ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା । ମୃତଦେହ ଦେଖି ସ୍ଥାନୀୟଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ମାଲକାନଗିରି ସଦର ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।

ମୃତ ଛାତ୍ର ଜଣକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ର ଭୀମରାଜ ପଡ଼ିଆମୀ ବୋଲି ଜଣାପଡିଛି । ସେ ନିଜ ଗାମୁଛାରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts