Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ନଦୀରେ ଗାଧୋଇବା ବେଳେ ଛାତ୍ର ନିଖୋଜ…

26/07/2020 at 3:24 PM

ଭଦ୍ରକ୨୬/୭: ଗାଧୋଇବା ବେଳେ ଛାତ୍ର ନିଖୋଜ। ଅଗ୍ନିଶମ  ବାହିନୀ ଏବଂ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା ଝୁଟୁଣା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ନିଖୋଜ ଛାତ୍ରଙ୍କ ବୟସ ୧୪ ବର୍ଷ, ତାଙ୍କ ରାଜେଶ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଛାତ୍ର ଜଣକ ବୈତରଣୀ ନଦୀର ଝୁଟୁଣା ନିକଟରେ ଗାଧୋଇବା ବେଳେ ପାଣିରେ ଭାସି ଯାଇଥିଲେ । ସ୍ଥାନୀୟ ଲୋକେ ଖବର ପାଇଁ ଭଣ୍ଡାରୀପୋଖରୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ତେବେ ସ୍ଥାନୀୟ ଲୋକେ ମଧ୍ୟ ନଦୀରେ ଖୋଜାଖୋଜି କରୁଛନ୍ତି । ବର୍ଷା ହୋଇଥିବାରୁ ବୈତରଣୀ ନଦୀ ରେ ଏବେ ଜଳସ୍ତର ବୃଦ୍ଧି ପାଇଛି । ସେଥିପାଇଁ ଗାଧୋବା ବେଳେ ଛାତ୍ର ଜଣଙ୍କ ଭାସି ଯାଇଥିବା ସୂଚନା ମିଳିଛି ।

   Related Posts