Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||

ଇନ୍ଦିରା ଗାନ୍ଧୀ ଆଦିବାସୀ ଛାତ୍ରୀ ନିବାସ ଛାତ୍ରୀମାନଙ୍କ ବିକ୍ଷୋଭ ଓ ଧାରଣା, ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡଣ୍ଟଙ୍କ ବଦଳି ଦାବି

28/04/2019 at 4:36 PM

ଭୁବନେଶ୍ବର ୨୮|୪: ଭୁବନେଶ୍ବର ୟୁନିଟ୍-୯ରେ ଥିବା ଇନ୍ଦିରା ଗାନ୍ଧୀ ଆଦିବାସୀ ଛାତ୍ରୀ ନିବାସର ଛାତ୍ରୀମାନଙ୍କ ବିକ୍ଷୋଭ ଓ ଧାରଣା ଦେଇଛନ୍ତି । ହଷ୍ଟେଲ ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡଣ୍ଟଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ସହିତ ବଦଳି ଦାବି କରିଛନ୍ତି ଛାତ୍ରୀମାନେ ।

ବିଭିନ୍ନ ସମୟରେ ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡଣ୍ଟ ସେମାନଙ୍କୁ ଅସଦାଚରଣ କରିବା ସହିତ ତାଙ୍କ ଅଭିଭାବକମାନଙ୍କୁ ଅସମ୍ମାନ କରୁଥିବା ଛାତ୍ରୀମାନେ ଅଭିଯୋଗ କରିଛନ୍ତି । ଏହାସହ ସୁଇପରକୁ ଘର କାମରେ ଲଗାଉଥିବା ଅଭିଯୋଗ ମଧ୍ୟ କରିଛନ୍ତି ।

​ଅନ୍ୟପଟେ ଏଭଳି ଅଭିଯୋଗୁ ଭିତ୍ତିହୀନ ବୋଲି କହିଛନ୍ତି ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡଣ୍ଟ । ଛାତ୍ରୀମାନେ ମନଇଚ୍ଛା ବାହାରେ ବୁଲିବାକୁ ଦାବି କରୁଥିବାବେଳେ ଏହାକୁ ବାରଣ କରିବାକୁ ଏଭଳି ଅଭିଯୋଗ ଆଣିଥିବା ସଫେଇ ଦେଇଛନ୍ତି ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡଣ୍ଟ ବିଶ୍ବମୋହିନୀ ପତି ।

   Related Posts