Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ବାରମ୍ୱାର ଦାବି ପରେ ଶୁଣିଲାନି ପ୍ରଶାସନ: ଯାତାୟତରେ ଅସୁବିଧା ହେବାରୁ ତେଜିଲେ ଛାତ୍ରଛାତ୍ରୀ, ଚାଲି ଚାଲି ଜିଲ୍ଲାପାଳଙ୍କୁ ଭେଟି ଫେରାଦ୍

6/10/2021 at 11:49 AM

ଭଦ୍ରକ ୦୬/୧୦: ରାସ୍ତାର ଦୁରବସ୍ଥା ପାଇଁ ଯାଇହେଉନାହିଁ କଲେଜ । ବାରମ୍ବାର ଅଭିଯୋଗ ପରେ ମଧ୍ୟ ରାସ୍ତା ମରାମତି ନହେବାରୁ ରାସ୍ତାକୁ ଓହ୍ଲାଇଛନ୍ତି ଛାତ୍ର । କଲେଜ ନିକଟ ରୁ ଚାଲି ଚାଲି ଜିଲ୍ଲାପାଳଙ୍କ ନିକଟକୁ ଯାଇଛନ୍ତି । ଭଦ୍ରକ ଜିଲ୍ଲା ପଲିଟେକନିକ୍ କଲେଜର ଛାତ୍ର ମାନେ ଏହିଭଳି ପ୍ରତିବାଦ କରିଛନ୍ତି । ରାନ୍ଦିଆ ନିକଟରୁ ପଲିଟେକ୍ନିକ କଲେଜ ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଅନ୍ତ୍ୟନ୍ତ ଖରାପ ।

ତେବେ ଏହି ରାସ୍ତା ପଲିଟେକନିକ କଲେଜକୁ ଗୋଟିଏ ରାସ୍ତା ହୋଇଥିବାରୁ ଛାତ୍ରଛାତ୍ରୀ ମାନେ କଲେଜ ଯିବା ଆସିବା ରେ ବହୁ ଅସୁବିଧା ର ସମ୍ମୁଖୀନ ହୁଅନ୍ତି । ଏନେଇ କଲେଜ ଅଧକ୍ଷ ଙ୍କ ଠାରୁ ପ୍ରଶାସନ ପର୍ଯ୍ୟନ୍ତ ଅଭିଯୋଗ କରିଥିବା କହିଛନ୍ତି , ତେବେ କିଛି ସୁଫଳ ନମିଳିବାରୁ ଛାତ୍ର ମାନେ ଏକାଠି ହୋଇ ଚାଲି ଚାଲି କଲେଜ ନିକଟ ରୁ ଭଦ୍ରକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ କୁ ଆସିଛନ୍ତି ।

   Related Posts