Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଲେ ଛାତ୍ରଛାତ୍ରୀ

11/12/2019 at 10:12 AM

କେନ୍ଦ୍ରାପଡା ୧୧।୧୨:  କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ଛାତ୍ରଛାତ୍ରୀ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଖୋଲିବା ମାତ୍ରକେ କେନ୍ଦ୍ରାପଡ଼ା ହାଇସ୍କୁଲର ଶତାଧିକ ଛାତ୍ରଛାତ୍ରୀ ଭିତରକୁ ପଶିଆସି ଧାରଣାରେ ବସିଥିଲେ । ତେବେ ବିଦ୍ୟାଳୟର ୪ ଜଣ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀ ଏହି ପଦକ୍ଷେପ ନେଇଛନ୍ତି । ଛାତ୍ରଛାତ୍ରୀ ଧାରଣାରେ ବସିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସବୁ କାମ ଠପ୍ ହୋଇଯାଇଛି । ଅନ୍ୟପକ୍ଷରେ ଛାତ୍ରଛାତ୍ରୀଙ୍କ ସହ ଉପଜିଲ୍ଲାପାଳ ଆଲୋଚନା କରିଥିଲେ ବି ତାହା କୌଣସି ଫଳପ୍ରଦ ହୋଇନାହିଁ ।

   Related Posts