Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ଭଦ୍ରକରେ ଯୁକ୍ତ ଦୁଇ ଛାତ୍ରୀଙ୍କ ଭିଡିଓ ଭାଇରାଲ

5/05/2018 at 6:42 AM

ଭଦ୍ରକରେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ଭିଡିଓ ଭାଇରାଲ ହୋଇଛି | ବିବାହ ପାଇଁ ରାଜି ନହେବାରୁ ପ୍ରତିଶୋଧ ପରାୟଣ ହୋଇ ଛାତ୍ରୀଙ୍କ ପ୍ରେମିକ ଏଭଳି କାଣ୍ଡ କରିଥିବା ନେଇ ଅଭିଯୋଗ ହୋଇଛି | ଛାତ୍ରୀଙ୍କ ପରିବାର ଲୋକେ ବାସୁଦେବପୁର ଥାନାରେ ଏତଲା ଦେଇଛନ୍ତି | ପୋଲିସ ମାମଲା ରୁଜ୍ଜୁ କରି ତଦନ୍ତ କରୁଛି | ଅଭିଯୁକ୍ତ ପେମିକ ବାଲେଶ୍ୱର ସିମୁଳିଆର ସୁମନ୍ତ ନାଏକ | ଅଭିଯୁକ୍ତ ପ୍ରେମିକ ଫେରାର ହେଇଯାଇଛି |

Leave a Reply

   Related Posts