Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଝାରସୁଗୁଡା: ସରକାରଙ୍କ କ୍ୟାବିନେଟ୍ ନିଷ୍ପତ୍ତିକୁ ପ୍ରଶଂସା କଲେ ଛାତ୍ରଛାତ୍ରୀ ଏବଂ ଅଭିଭାବକ

28/12/2020 at 9:16 PM

ଝାରସୁଗୁଡା୨୮/୧୨: ରାଜ୍ୟ ସରକାରଙ୍କ କ୍ୟାବିନେଟ ନିଷ୍ପତ୍ତିକୁ ଝାରସୁଗୁଡାରେ ସ୍ୱାଗତ ଜଣାଇଛନ୍ତି। ସୋମବାର ରାଜ୍ୟ କ୍ୟାବିନେଟର ଏକ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ସରକାରୀ ସ୍କୁଲରେ ପାଠ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଂଜିନିୟରିଂରେ ପାଠ ପଢିବା ପାଇଁ ୧୦ରୁ ୧୫ ପ୍ରତିଶତ ସଂରକ୍ଷଣ ନିଷ୍ପତ୍ତି ଘୋଷଣା ହେବା ପରେ ଝାରସୁଗୁଡାରେ ଅଭିଭାବକ, ଛାତ୍ରଛାତ୍ରୀ ଓ ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି।

ଏଥିପାଇଁ ଆଜି ସନ୍ଧ୍ୟାରେ ସରବାହଲଠାରେ ଥିବା ସରକାରୀ ବାଳକ ହାଇସ୍କୁଲରେ ଏକ ବୈଠକରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ଅବସରରେ ସରକାରୀ ସ୍କୁଲରୁ ଛାତ୍ରଛାତ୍ରୀଙ୍କ ବିମୁଖକୁ ଏହା ରୋକିବାରେ ସହାୟକ ହେବ ବୋଲି ସମସ୍ତେ ମତ ପୋଷଣ କରିବା ସହ ସରକରୀ ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ହେବ ବୋଲି କହିଛନ୍ତି।

   Related Posts