Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନା ବେଲଗାମ୍, ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୩୨ ହଜାରରୁ ଅଧିକ କେସ୍, ୨୨୬୩ ମୃତ
  • ||
  • ଦୁର୍ଘଟଣାରେ ଆହତ ହେଲେ ମଞ୍ଚ କଳାକାର ରତିକାନ୍ତ ବେହେରା, ହସ୍ପିଟାଲରେ ଭର୍ତ୍ତି
  • ||
  • ଚାଲିଥିଲା ଚୋରା ବନ୍ଧୁକ କାରବାର, ମାଡିବସିଲା ପୋଲିସ, ପିସ୍ତଲ ଜବତ
  • ||
  • ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍
  • ||
  • ଏବେ ୪ ଘଣ୍ଟା ଖୋଲା ରହିବ ବ୍ୟାଙ୍କ୍, ଅଧା କର୍ମଚାରୀରେ ଚାଲିବ କାର୍ଯ୍ୟ
  • ||
  • ହସ୍ପିଟାଲ ଆଇସିୟୁରେ ଅଗ୍ନିକାଣ୍ଡ, ଜୀଅନ୍ତା ଜଳିଗଲେ ୧୨ କରୋନା ଆକ୍ରାନ୍ତ
  • ||
  • ୩ ଦିନ ପାଇଁ ପଞ୍ଚାୟତ ସଟଡାଉନ୍, ସଂକ୍ରମଣ ବୃଦ୍ଧି ପରେ ପ୍ରଶାସନର ବଡ ପଦକ୍ଷେପ
  • ||

ହାଇସ୍କୁଲ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ

15/10/2019 at 3:27 PM

ନୀଳଗିରି ୧୫।୧୦: ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ୍ ଅଧିନ ଗରଡି ହାଇସ୍କୁଲରେ ଶିକ୍ଷକ ବସନ୍ତ ବିଶ୍ବାଳଙ୍କୁ ଅନ୍ୟତ୍ର ବଦଳିକୁ ପ୍ରତିବାଦ । ପ୍ରତିବାଦରେ ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଟାୟାର ଜାଳି, ସ୍କୁଲ ଫାଟକରେ ତାଲା ଝୁଲାଇବା ସହ ଅଭିନବ ଉପାୟରେ ଆନ୍ଦୋଳନ କରିବା ସହ ଶିକ୍ଷକ ବଦଳି ବାତିଲ କରିବାକୁ ଦାବି କରିଛନ୍ତି ।

   Related Posts