Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍

12/11/2020 at 10:28 AM

ଭୁବନେଶ୍ବର ୧୨।୧୧: ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣୀ । ଭୁବନେଶ୍ବର ଉପ ଜିଲ୍ଲାପାଳ କାର୍ଯ୍ୟାଳୟ କିରାଣୀ ଉଦୟନାଥ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଭିଜିଲାନ୍ସ ଟିମ୍‌ର ଚଢାଉ କରିଛି ।

ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଥିବା ଜଣାପଡିଛି । ଭୁବନେଶ୍ବର ଉପ ଜିଲ୍ଲାପାଳ କାର୍ଯ୍ୟାଳୟ, ସୁନ୍ଦରପଦା ଏବରାଙ୍ଗ ସ୍ଥିତ ବାସଭବନ, କେନ୍ଦ୍ରାପଡା ରାଜନଗର ଇନ୍ଦୁଲପୁର ସ୍ଥିତ ପୈତୃକ ଘରେ ଏକକାଳୀନ ଚଢାଉ ଚାଲିଛି ।

   Related Posts