Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ନବୀନ ନିବାସରେ ପହଞ୍ଚିଲେ ସୁବାସ ଚୌହାନ, ମିଶିବେ ବିଜେଡିରେ

27/03/2019 at 11:20 AM

ଭୁବନେଶ୍ବର ୨୭|୩ : ନବୀନ ନିବୀସରେ ପହଞ୍ଚିଲେ ବରିଷ୍ଠ ନେତା ସୁବାସ ଚୌହାନ । ନିଜ ସମର୍ଥକଙ୍କ ସହ ନବୀନ ନିବାସରେ ପହଞ୍ଚିଛନ୍ତି । ଆଜି ବିଜେଡିରେ ଯୋଗଦେବେ ସୁବାସ ।

ସୂଚନାଯୋଗ୍ୟ ଯେ, ଗତକାଲି ବିଜେପିରୁ ଇସ୍ତଫା ଦେଇଥିଲେ ସୁବାସ ଚୌହାନ । ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡାଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ଦେଇଥିଲେ । ବରଗଡ ଲୋକସଭା ଆସନରୁ ସୁବାସ ଚୌହାନ ଆଶାୟୀ ଥିଲେ । ତେବେ ବିଜେପି ତାଙ୍କୁ ଟିକେଟ୍ ନଦେଇ ସେଠାରେ ସୁରେଶ ପୂଜାରୀଙ୍କୁ ପ୍ରାର୍ଥୀ କରିଛି । ଏଥିରେ ଅସନ୍ତୁଷ୍ଟ ହୋଇ ସେ ଦଳ ଛାଡିଛନ୍ତି । ତେବେ ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା ହେଉଥିଲା ।

   Related Posts