Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ତୃତୀୟ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଖୋଜା ଚାଲିଛି, ମିଳିଛି ୧୫ ଜଣଙ୍କ ସନ୍ଧାନ

28/03/2020 at 7:48 PM

ଭୁବନେଶ୍ୱର ୨୮। ୦୩: ରାଜ୍ୟରେ ବାହାରିଥିବା ତୃତୀୟ କରୋନା ପଜିଟିଭ ସଂସ୍ପର୍ଶରେ ୧୧୨ଜଣ ଆସିଛନ୍ତି । ସେମାନଙ୍କ ମଧ୍ୟରୁ ୧୫ଜଣଙ୍କ ପତା ମିଳିଛି । ସେଥିରୁ ୧୧ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କର ନେଗେଟିଭ୍ ଆସିଥିବା ବେଳେ ବାକି ୧୦ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି । ଏନେଇ ଆଜି ସୂଚନା ଦେଇଛନ୍ତି କୋଭିଡ୍-୧୯ ମୁଖପାତ୍ର ସୁବ୍ରତ ବାଗଚୀ ।ରାଜ୍ଯରେ ୩ୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ଯ ସରକାରଙ୍କ ପକ୍ଷରୁ ଖୋଲତାଡ ଆରମ୍ଭ ହୋଇଛି।

   Related Posts