Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||
  • JEE ମେନ୍ ରେଜଲ୍ଟ ପ୍ରକାଶିତ
  • ||
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||

ରବିବାର, ୧୭ ତାରିଖ ରାଶିଫଳ : ଜାଣନ୍ତୁ କେମିତି କଟିବ ଦିନ

16/01/2021 at 6:01 PM

ମେଷ – କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିବ । ସାମାଜିକ ସ୍ତରରେ କାମ ହାସଲ ସକାଶେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି ଟଣାଓଟରା ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ଆଜି ବିବାଦୀୟ କଥାରେ ମଧ୍ୟସ୍ଥତା କଲେ ଆପମାନିତ ହେବାକୁ ପଡିବ । ବହୁ ବିଳମ୍ବରେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କର୍କଟ – ସ୍ୱାସ୍ଥ୍ୟ ଭଲ ରହିବା ସଙ୍ଗକୁ ଆଶା କରିଥିବା ଦିଗରୁ ଅର୍ଥ ଲାଭ କରି ଖୁସି ହେବେ । ସରକାରୀସ୍ତରରୁ ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – କର୍ମକ୍ଷେତ୍ରରେ ଧୀର ପାଣି ପଥର କାଟେ ନୀତିରେ କାମ ହାସଲ କରିବେ । କାର୍ଯ୍ୟ ଦକ୍ଷତା କାରନରୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବନ୍ଧୁ ଗହଣରେ ଅପ୍ରିୟ ସତ କଥା କହି ବିରୋଧୀ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ସ୍ୱାସ୍ଥ୍ୟ ସମ୍ୟା ସୁଧୁରିଯିବାରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିବେ । ଦୀର୍ଘ ଦିନର ପାରିବାରିକ ସମସ୍ୟା,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା – ଅପ୍ରିୟ ସତ୍ୟ ପ୍ରକାଶ କରି କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଅଫିସରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ମତଭେଦଜନିତ ପାରିବାରିକ ଅଶାନ୍ତି କାରଣରୁ ଅନ୍ୟମାନସ୍କ ରହିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – କର୍ମକ୍ଷେତ୍ରରେ ଦାୟିତ୍ୱହୀନ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେବ । ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – କୌଣସି ଜଣାଶୁଣା ବନ୍ଧୁଙ୍କ ଦ୍ୱାରା ବହୁତଦିନରୁ ଅଟକି ରହିଥିବା କାମଟି କରାଇ ନେବେ । ସ୍ୱାସ୍ଥୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ସାମୟିକ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମକର – ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବାର ସୁଯୋଗ ପାଇବେ । ଶୁଭ ରଙ୍ଗ ମେରନ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । ପାଖ ପଡୋଶୀଙ୍କ ସହ-ଯୋଗ ଲାଭ କରି ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟିକୁ ପୂରଣ କରିପାରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ – କର୍ମକ୍ଷେତ୍ରରେ ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ । ଖଚ୍ଚ ଲୋକଙ୍କ ନ ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

   Related Posts