ରବିବାର ରାଶିଫଳ: ଠାକୁରଙ୍କ ଦର୍ଶନ ଲାଭ କରି ଶାନ୍ତି ପାଇବେ, ଯେକୌଣସି ସୂତ୍ରରୁ ଧନ ଲାଭ

Published By : Prameya-News7 Bureau | November 06, 2021 IST

ମେଷ– ଅନ୍ୟ ଉପରେ ନିର୍ଭରଶୀଳ ହୋଇପାରନ୍ତି । ଉଚ୍ଚଆଶା ଫଳବତୀ ହୋଇପାରେ । ସୁଖୀ ଓ ଆନନ୍ଦ ଉଲ୍ଲାସରେ ଦିନ ବିତାଇବେ । ପିଲାମାନେ ସକଳ ଗୁଣର ଆଧାରହେବେ । ବିବାଦରେ ବିଜୟୀ ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ–ଠାକୁରଙ୍କ ଦର୍ଶନ ଲାଭ କରି ଶାନ୍ତି ପାଇବେ । ଯେକୌଣସି ସୂତ୍ରରୁ ଧନ ମିଳିବ । ଶାସ୍ତ୍ରାଭ୍ୟାସୀ ଓ ଉପଯୁକ୍ତ ମନ୍ତ୍ରଣାଦାତା ହେବେ । ବିନୀତ ସ୍ୱଭାବର ହୋଇପାରନ୍ତି । ସ୍ତ୍ରୀ ଧନ ହେତୁ ସୁଖଭୋଗ କରିବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ମିଥୁନ - ଘରକୁ ବିଳାସ ଦ୍ରବ୍ୟ ଆଣି ପାରନ୍ତି । ସୁଖୀ ଓ ସମ୍ମାନୀତ ହେବେ ।ବିଭିନ୍ନସ୍ତରରୁ ସାହାର୍ଯ୍ୟ ପ୍ରାପ୍ତ ହୋଇପାରେ । ଦୀର୍ଘ ଦିନର ଆଶା ପୂରଣ ହେବ । ପାରିବାରିକ ସୁଖ ଅବ୍ୟାହତ ରହିବ । ଶୁଭରଙ୍ଗ ସବୁଜ । ଶୁଭ ଅଙ୍କ ୭ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ–ପେଟରେ ବ୍ୟଥା ଅନୁଭବ କରିପାରନ୍ତି । କାର୍ଯ୍ୟକ୍ଷେତ୍ର କଷ୍ଟସାଧ୍ୟ ହୋଇପାରେ । ଆୟବୃଦ୍ଧିର ସୂଚନା ମିଳୁଥିବା ବେଳେ ବ୍ୟୟ ବୃଦ୍ଧିକୁ ରୋକି ହେବ ନାହିଁ । ଆକସ୍ମିକ ଭାବେ ଲାଭବାନ୍‌ ହେବେ । ଶୁଭରଙ୍ଗ ଗୋଲଡେନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ- ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ସିଂହ –ମାଲିମୋକଦ୍ଦମାରେ ଜିତାପଟ୍‌ ନେବେ । ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଚଞ୍ଚଳ ଚେଷ୍ଟିତ ଓ ସାରକାରଙ୍କକୃପାପାତ୍ରହେବେ । ସାଧନାରେ ସିଦ୍ଧିପ୍ରାପ୍ତ କରିବେ । ବସ୍ତ୍ର-ଭୂଷଣ ହୋଇପାରେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା –ଅର୍ଥାଗମ ଓ ଗୃହ ପରିବେଶ ପ୍ରଦୂଷଣ ମୁକ୍ତ ହେବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ବିଭାଗୀୟ ଅର୍ଥ ପାଇବାର ସୂଚନା ମିଳୁଛି । କୀର୍ତ୍ତିମାନ୍‌ ଓ ବହୁ ଧନର ଅଧିକାରୀ ହେବେ । ଶୁଭରଙ୍ଗ ମେଟାଲିକ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ତୁଳା–ସତର୍କତା ଆପଣଙ୍କ ପାଇଁ ଉପାଦେୟ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ପୂଜା ପାଇଁ ତତ୍ପରତା ପ୍ରକାଶ କରିବେ । ଉପୁଜିଥିବା ସମସ୍ୟା ଦୂର ହୋଇପାରେ । ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ଶୁଭରଙ୍ଗ କଳା । ଶୁଭ ଅଙ୍କ ୪ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ବିଛା– ନୂତନ ନିଯୁକ୍ତିର ସୁଯୋଗ ଅଛି । ସାମାନ୍ୟ ଅସୁସ୍ଥତା ଦେଖା ଦେଇ ପାରେ ।ସ୍ୱାଭିମାନି ହେବେ । ଘାତଚନ୍ଦ୍ର ଓ ଅଷ୍ଟମଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ଶାସ୍ତ୍ରପଡୁ ହୋଇପାରନ୍ତି । ଶୁଭରଙ୍ଗ କଫି । ଶୁଭ ଅଙ୍କ ୭ ।
• ଚାଷୀ-ଆଧୁନିକ ପଦ୍ଧତିରେଚାଷକାର୍ଯ୍ୟକରିବେ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଆତ୍ମବିଶ୍ୱାସବଢାଇ ପାରନ୍ତି । ବନ୍ଧୁମିଳନ ଆପଣଙ୍କ ପାଇଁ କଲ୍ୟାଣ ମୂଳକ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ ।କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-କୌଣସିସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ମକର–ଯେତେ ସାବଧାନ୍‌ ରହିଲେ ମଧ୍ୟ ଆପଣଙ୍କ ଗୋପନ ତଥ୍ୟ ପ୍ରକାଶ ପାଇ ଯାଇପାରେ । ହର୍ଷ-ଉଲ୍ଲାସ ମଧ୍ୟରେ ସମୟ ବିତାଇ ପାରନ୍ତି । ସର୍ବତ୍ର ଶୁଭ ଆଶା କରାଯାଏ । ବିନୀତ ସ୍ୱଭାବର ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।

କୁମ୍ଭ -ଅଧିକ ଦାୟିତ୍ୱ ବହନ କରିପାରନ୍ତି । ଦିନଟି ସମସ୍ୟା ବହୁଳ ହେଲେ ବି ତା’ ଆଶୁ ସମାଧାନ କରିବାରେ ସକ୍ଷମ ଓ ଚଞ୍ଚଳ ପ୍ରକୃତିର ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ । ଶୁଭରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୭ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମୀନ - ଚିନ୍ତା ଦୂରେଇ ଯିବ । ଚିନ୍ତାଧାରା ଉନ୍ନତମାନର ହେବ । ପିଲାମାନେ ବିଳାସୀ ହୋଇପାରନ୍ତି । କୃଷିକାର୍ଯ୍ୟରେ ମନ ଦେବେ । ଧର୍ମ-ଧାରଣାରେ ଉତ୍ସର୍ଗୀକୃତ ମନୋଭାବ ପ୍ରକାଶ ପାଇବ । ନିନ୍ଦୁକମାନଙ୍କ ମୁଖ ବନ୍ଦ କରିବେ । ଶୁଭରଙ୍ଗ ଧୂସର ।ଶୁଭ ଅଙ୍କ ୪ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁଉତ୍ତମ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ଅସାଧ୍ୟ ରୋଗରୁମୁକ୍ତ ହେବେ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.