Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଅପ୍ରେଲ ମାସରେ ରବିବାରରେ ସ୍କୁଲରେ ହେବନି ପାଠପଢା

10/03/2021 at 12:04 PM

ଭୁବନେଶ୍ବର ୧୦।୩: ଆସନ୍ତା ଅପ୍ରେଲ ମାସରେ ରବିବାର ଦିନ ସ୍କୁଲରେ ବନ୍ଦ ରହିବ ପାଠପଢା । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପୂର୍ବରୁ ରବିବାର ସ୍କୁଲରେ କ୍ଲାସ୍ କରାଯିବା ନେଇ କୁହାଯାଇଥିଲା । କରୋନା ମହାମାରୀ ଯୋଗୁଁ ଦୀର୍ଘ ଦିନ ସ୍କୁଲ ବନ୍ଦ ରହିବା ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି ହୋଇଥିଲା । ଯାହା ଫଳରେ ରବିବାର ସ୍କୁଲରେ କ୍ଲାସ୍ ହେବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା । ଏହାପରେ ରବିବାର ସ୍କୁଲଗୁଡିକରେ କ୍ଲାସ୍ କରାଯାଉଥିଲା ।

ଅନ୍ୟପଟେ ଦଶମ ଶ୍ରେଣୀ ପରୀକ୍ଷା ପାଖେଇ ଆସୁଥିବାରୁ ଅପ୍ରେଲ ମାସରୁ ହିଁ ରିମେଡିଆଲ କ୍ଲାସ୍ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି । ବର୍ତ୍ତମାନ ସ୍କୁଲରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଉପସ୍ଥାନ କମୁଛି । ପରୀକ୍ଷା ପ୍ରସ୍ତୁତି ପାଇଁ କମ୍ ପିଲା ସ୍କୁଲ ଆସୁଛନ୍ତି ।

   Related Posts