ରବିବାର ରାଶିଫଳ: ଶାରିରୀକ ପୀଡା ଉପୁଜି ପାରେ, ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି

Published By : Prameya-News7 Bureau | October 23, 2021 IST

ମେଷ–ଚାହୁଁଥିବା ସହାୟତା ମିଳିପାରେ । ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ–କେତେକ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶାରିରୀକ ପୀଡା ଉପୁଜି ପାରେ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ -ଆୟବୃଦ୍ଧି ପାଇଁ ଯୋଜନା ପ୍ରସ୍ତୁତକରିବେ । ବନ୍ଧୁମିଳନ ଶୁଭ ଫଳଦାୟକ ହେବ । ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କର୍କଟ-ପାରିବାରିକ ସୁଖ ମିଳିବ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଚିନ୍ତାଧାରା ଉଚ୍ଚ କୋଟିର ହେବ । ପ୍ରୀତିଭୋଜନ ମିଳିପାରେ । ଶୁଭରଙ୍ଗ ନାଲି । ଶୁଭ ଅଙ୍କ ୧ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ସିଂହ – ପରିବେଶ ଆପଣଙ୍କ ପାଇଁ ଆନନ୍ଦଦାୟକ ହୋଇପାରେ । କାର୍ଯ୍ୟରେ ସଫଳତା ଲାଭ କରିବେ । ଈର୍ଷା ପରାୟଣ ହୋଇପାରନ୍ତି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା–ପରିସ୍ଥିତି ଆୟତ୍ତାଧୀନ ହେବ । କଳହଠାରୁ ନିଜକୁ ଦୂରେଇ ରଖିବାକୁ ପଡିବ ।ଶୁଭାଶୁଭ ମିଶ୍ରିତ ଫଳ ମିଳିବ । ଶତ୍ରୁଭାବ ବୃଦ୍ଧି ହେଲେବି କିଛି ଅନିଷ୍ଠ ହେବ ନାହିଁ ।ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ତୁଳା–କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି ।ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଧନ-ଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହେବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା– ହର୍ଷଉଲ୍ଲାସ ମଧ୍ୟରେ ଦିନ ବିତାଇ ପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ନୈତିକତା ବଜାୟ ରଖିବେ । ପାରିବାରିକ ସୁଖ ଅବ୍ୟାହତ ରହିବ ।ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ –ବହୁଶୁଭ ଫଳ ଆଶା କରାଯାଏ । ଶ୍ରୀଚନ୍ଦ୍ରଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତହେବେ । ଆୟ ଆଶାନୁରୁପ ହେବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମକର–ଧନ ଲାଭହେବାର ସୂଚନା ମିଳିଥିବାବେଳେ ଖର୍ଚ୍ଚାନ୍ତ ଯୋଗ ଅଛି । ବିଶିଷ୍ଟ ଓ ଧାର୍ମିକ ଲୋକମାନଙ୍କ ସାନ୍ନିଧ୍ୟ ମିଳିବ । ସ୍ୱଭିମାନୀ ହେବେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୪ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ସୁଯୋଗ କୁହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରୁମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ -ବହୁ ଉନ୍ନତିକର କାର୍ଯ୍ୟକ୍ରମରେ ଜଡିତ ହୋଇ କୃତକାର୍ଯ୍ୟ ହେବେ । ନାନା ସୁଖ ଉପଭୋଗ କରିବା ସହିତ ବିଶାଳ ଯଶର ଅଧିକାରି ହେବେ । ଶୁଭରଙ୍ଗ ପିଙ୍କ୍‌ ।ଶୁଭ ଅଙ୍କ ୫ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - କାର୍ଯ୍ୟ ଧାରା ଆନନ୍ଦ ଦାୟକହେବ । ଧର୍ମକାର୍ଯ୍ୟରେ ନିୟୋଜିତ କରିପାରନ୍ତି ।ମନସ୍କାମନା ପୂର୍ଣ୍ଣହେବ । ଆମୋଦ ପ୍ରମୋଦ ସହିତ ବିଳାସବ୍ୟସନରେ ସୁଯୋଗ ସୃଷ୍ଟି ହୋଇଛି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଗୃହିଣୀ-ଧାର୍ମିକହେବେ ।
• ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.