ରବିବାର ରାଶିଫଳ: ପାରିବାରିକ ଅଶାନ୍ତି ଦେଖା ଦେଇପାରେ, ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି

Published By : Prameya-News7 Bureau | October 30, 2021 IST

ମେଷ–ବନ୍ଧୁ ସହାୟତାରୁ ଉପକୃତ ହେବେ । ସ୍ୱଚ୍ଛ ଆୟର ସୂଚନା ମିଳୁଛି । ବ୍ୟବସାୟ ସୁରୁଖୁରୁରେ ଚାଲିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୩ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

ବୃଷ–କାର୍ଯ୍ୟ ସହଜ ସୁଲଭ ହେବ । କୁଳଉଦ୍ଧାରକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହଭାବ ରହିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ମିଥୁନ -କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି । ଭ୍ରମଣରୁ ସୁଫଳ ମିଳିବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସ-ବ୍ୟସନରେ କଟାଇ ପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ-ପାରିବାରିକ ଅଶାନ୍ତି ଦେଖାଦେଇ ପାରେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁମାନଙ୍କ ଉପରେ ନଜର ରଖିବାକୁ ପଡିବ ।ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୫ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ । ମିତ୍ରଲାଭର ସୂଚନା ମିଳୁଛି ।ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

କନ୍ୟା–ଅଭାବ ଦୂରହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । କେବଳ ସାମାନ୍ୟ ଚକ୍ଷୁ ପୀଡା ଅନୁଭବ କରିବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ତୁଳା–କାର୍ଯ୍ୟକରିବାକୁ ହେଲେ ପୂର୍ବରୁ ପରାମର୍ଶ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ବିଛା– କଳହ ଠାରୁ ଦୂରେଇ ରହିବାକୁ ପଡିବ । ଉଦାର ପ୍ରକୃତିର ହେବେ । ଦାମ ଧର୍ମକୁ ଆପଣେଇ ନେବେ । ସୁଖଭୋଗୀ ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ –କାର୍ଯ୍ୟ ସଫଳତା ଲାଭ କରିବେ । ମନ ପ୍ରସନ୍ନରହିବ । ଆସ୍ତିକ ହୋଇପାରନ୍ତି ।ମିଷ୍ଟଭାଷୀ ହେବେ । ଥଣ୍ଡାକଫରେ ସାମାନ୍ୟ ପୀଡା ଅନୁଭବ କରିବେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ମକର–ଧନଲାଭର ସୁଯୋଗ ଅଛି । ସ୍ୱାଧୀନ କିଛି ନ କରି ଅନ୍ୟର ସହାୟତା ନେଇ ପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ମିତ୍ରସୁଖ ମିଳିବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଧାର୍ମିକ ହେବେ ।

କୁମ୍ଭ -ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଆୟ ସାମାନ୍ୟ ଅଧିକ ହେବ । ବନ୍ଧୁ ଓ ସରକାରୀ ସହାୟତା ମିଳିବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ - ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ଚେଷ୍ଟିତ ହେବେ । ନେତ୍ର ପୀଡା ଉପୁଜି ପାରେ । ମଧୁରଭାଷୀ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.