ରବିବାର ରାଶିଫଳ: ଜାଣନ୍ତୁ ଛୁଟି ଦିନରେ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | January 22, 2022 IST

ମେଷ – ବହୁ ଦିନରୁ ଥିବା  କାର୍ଯ୍ୟରେ ସଫଳତା ପାଇବେ । କର୍ମ କ୍ଷେତ୍ରରେ ସଫଳତା, ଏକ୍ସପର୍ଟ, ଇମ୍ପୋର୍ଟ କ୍ଷେତ୍ରରେ ଲାଭବାନ ହେବେ । ନୂତନ ଯାଗା ବାଡି କିଣିବାକୁ ଆଗ୍ରହ ପ୍ରକାଶ କରିବେ । ଆର୍ଥିକ କ୍ଷେତ୍ରରେ ସଫଳତା ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

 ରୋଗୀ- ଚକ୍ଷୁ ପୀଡା ହେବ ।

 ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

 କର୍ମଜୀବୀ- ପ୍ରମୋସନ୍ ମିଳିବ ।

 ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ବୃଷ – ଉଚ୍ଚ ଶିକ୍ଷା ଲାଭ , ବିଦେଶ ଭ୍ରମଣ , କର୍ମ କ୍ଷେତ୍ରରେ ସଫଳତା , ସମ୍ମାନ ଲାଭ , ସନ୍ତାନ ମାନଙ୍କର ଉନ୍ନତି ହେବ । ଦୂର ସ୍ଥାନରୁ ଶୁଭ ଖବର ମିଳିବ । ଉତ୍ତରାଧିକାରୀ ସୂତ୍ରେ ଧନ ଲାଭ କରିବେ । ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୧ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

 ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବୀ- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - କର୍ମ କ୍ଷେତ୍ରରେ ସଫଳତା ଓ ଚାକିରୀ କ୍ଷେତ୍ରରେ ଉନ୍ନତି ହେବ । ଜନ କଲ୍ୟାଣ କାର୍ଯ୍ୟରେ ପ୍ରତିଷ୍ଠା ଲାଭ କରିବେ । ଉପର ହାକିମଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଗୋ ସେବା କରି ଉତ୍ତମ ଫଳ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଚକ୍ଷୁ ପୀଡା ହେବ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଶିକ୍ଷା, ବାଣୀଜ୍ୟ, ବୀମା, ପରିବହନ, ଦୂରଦର୍ଶନ, ବ୍ୟବସାୟରେ ଉନ୍ନତି ହେବ । ମାନସିକ ଚିନ୍ତା ବଢିଯିବ । ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ । ଦିନଟି ମଧ୍ୟମ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – କର୍ମକ୍ଷେତ୍ରରେ ସଫଳତା , ଉଦଯୋଗ ସିଦ୍ଧି, ପାରିବାରିକ ସୌଖ୍ୟ ଓ ବ୍ୟବସାୟରେ ଉନ୍ନତି ହେବ । ବିବାଦରେ ଜୟ ଲାଭ କରିବେ । ବହୁ ଦିନରୁ ଥିବା ଯୋଜନା କାର୍ଯ୍ୟକାରୀ  କରି ସଫଳ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ଯୌଥ କାରବାରରେ ଉନ୍ନତି । ମାତୃ ଶକ୍ତିର କରୁଣା ଲାଭ ସହ ଧନ ଏବଂ ପାରିବାରିକ ସୌଖ୍ୟ ଲାଭ କରିବେ । ପରିବହନ, ପ୍ରଶାସନ କ୍ଷେତ୍ରରେ ସଫଳତା ମିଳିବ । ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

 ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

 କର୍ମଜୀବୀ- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ବିଜୟୀ ହେବେ ।

 ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ବହୁତ ଦିନରୁ ବାକି ଥିବା କାମରେ ସଫଳତା ପାଇବେ । ବାଣୀଜ୍ୟ କ୍ଷେତ୍ରରେ ଉନ୍ନତି ଓ ପାରିବାରିକ ସମ୍ପର୍କ ମଧୁର ହେବ । ଗବେଷଣା କ୍ଷେତ୍ରରେ ପିଲାମାନେ ମନ ବଳାଇବେ । ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ସତର୍କତାର ଦିନ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

 ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

 ଗୃହିଣୀ- ସୁଖୀ ହେବେ ।

ବିଛା – ପାରିବାରିକ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଦ୍ରବ୍ୟ ଲାଭ ହେବ । ରାଜନୀତିରେ ସଫଳତା ପାଇବେ । ପ୍ରଶାସନ, ଶିକ୍ଷା, ଶିଳ୍ପ, ପରିବହନ କ୍ଷେତ୍ରରେ ଅଗ୍ରଗତି କରିବେ । ପିଲାମାନେ ଶିକ୍ଷା ପାଇଁ ସିରିୟସ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

 ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

 ବ୍ୟବସାୟୀ- ବିଜୟୀ ହେବେ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – ପାରିବାରିକ ସୌଖ୍ୟ ଲାଭ ଓ ନୂତନ ଦ୍ରବ୍ୟ ପ୍ରାପ୍ତି ହେବ । ପାରିବାରିକ ସ୍ଥିତି ବଳବାନ ,ପ୍ରଶାସନ କ୍ଷେତ୍ରରେ ସଫଳ ହୋଇପାରନ୍ତି ।  ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

 ରୋଗୀ- ସତର୍କତାର ଦିନ ।

 ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

 କର୍ମଜୀବୀ- କାର୍ଯ୍ୟ କରି ପ୍ରଶଂସିତ ହେବେ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଉଚ୍ଚସ୍ତରୀୟ ବ୍ୟକ୍ତିମାନଙ୍କର ପ୍ରିୟ ହେବେ । ବାଣିଜ୍ୟ, ଜ୍ଞାନ, ଗବେଷଣାରେ ସଫଳତା ପାଇବେ । ବୈଦ୍ୟୁତିକ ଓ ଯାନ୍ତ୍ରିକ ପଦାର୍ଥରୁ ସଫଳତା ମିଳିବ । ପ୍ରେମିକାମାନଙ୍କର ଇଚ୍ଛା ପୂରଣ ହେବ । ଶୁଭ ରଙ୍ଗ ବ୍ରାଉନ୍। ଶୁଭ ଅଙ୍କ ୫ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

 ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବୀ- ସମ୍ମାନିତ ହେବେ ।

 ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  - ଘର କାମରେ ସଫଳତା ପାଇବେ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି  ଓ ସମସ୍ତ ବାଧା ଦୂର ହେବ । ନୂତନ କର୍ମରେ ଯୋଗଦାନ କରିବେ । ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

 ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

 ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

 ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

 କର୍ମଜୀବୀ- ସହଯୋଗ ମିଳିବ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 ଗୃହିଣୀ- ଧାର୍ମିକ ହେବେ ।

ମୀନ -  କର୍ମ କ୍ଷେତ୍ରରେ ବହୁ ପରିଶ୍ରମ କରିବେ । ବିବାଦରେ ଜୟ ଲାଭ ହେବ । ପିତାମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ । ଗୃହ ପରିବର୍ତ୍ତନ କରିବେ । ଚାକିରୀ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ । ଦିନଟି ମଧ୍ୟମ ରହିବ। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

 କର୍ମଜୀବୀ- ଅର୍ଥ ମିଳିବ ।

 ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.