ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 01, 2020 IST

ମେଷ – ଗୁରୁକ୍ଷେତ୍ରସ୍ଥ ମଙ୍ଗଳ ଓ ରାଶି ଗୁରୁଦୃଷ୍ଟି ଯୋଗୁଁ ସ୍ୱାସ୍ଥ୍ୟରେ ଉନ୍ନତି, ନୂତନ କର୍ମାରମ୍ଭରେ କାର୍ଯ୍ୟ ସିଦ୍ଧି ହେବ । କାମକୁ ପୁରାଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସୁସ୍ୱାଦୁ ଭୋଜନ ଖାଇବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଯାତ୍ରା କୁସୁମିତ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଶନି ଦୃଷ୍ଟିରେ ରବି ପାରିବାରିକ ଅଶାନ୍ତି, ଯାନବାହନରେ ସମସ୍ୟା ଓ ଆକସ୍ମିକ କଳହର କାରଣ ହୋଇପାରେ । ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ବୁଧ ଯୁକ୍ତ ଶୁକ୍ର ହେତୁ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମକଲେ ଉପକୃତ ହୋଇପାରନ୍ତି । ସାମାଜିକ ସ୍ତରରେ ତଥା କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ର୍କକଟ – ମୂଳା ନକ୍ଷତ୍ରସ୍ଥ ଚନ୍ଦ୍ର ଷଷ୍ଠଭାବରେ ସ୍ୱାସ୍ଥ୍ୟହାନି, ଅଶାନ୍ତି ଓ କାମରେ ବିରୋଧାଭାସ ସୃଷ୍ଟି କରିବ । ଅଫିସ୍ ରେ ବାକି ରହିଥିବା କାମକୁ ଶେଷ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ମନକୁ ବିବ୍ରତ କରିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା – କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ମଙ୍ଗଳ ଧନସ୍ଥାନକୁ ଦେଖୁଥିବାରୁ ଅର୍ଥ ସମ୍ପର୍କ ବିବାଦ ଲାଗିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ତୁଳା – ପାପଯୁକ୍ତ ବୁଧ ହେତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- କୃଷି କର୍ମକାରୀ ହେବେ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଇଚ୍ଛା ନ ଥିଲେ ହେଁ ଟଙ୍କା ଖର୍ଚ୍ଚ କରିବାକୁ ପଡିପାରେ । ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସୁସ୍ୱାଦୁ ଭୋଜନ ଖାଇବେ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – ଶନିଙ୍କ ଶୁଭ ପ୍ରଭାବରୁ ବନ୍ଧୁମାନଙ୍କ ସାହାର୍ଯ୍ୟରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ବ୍ୟବସାୟିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚା ଚାଷୀ- ଶ୍ରମ ସାର୍ଥକ ହେବ ।
ଚା ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚା ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ଚା କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଚା ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଚା ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର – ବାଧକାଧିପ ମଙ୍ଗଳଜନିତ କର୍ମକ୍ଷତ୍ରରେ ବିବାଦୀୟ ସ୍ଥିତି ସୃଷ୍ଟି ହେବ । ବନ୍ଧୁ ସମ୍ପର୍କହାନି କାରଣରୁ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ - ପୂର୍ବାଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ହୋଇଯିବ । ଦ୍ୱାଦଶସ୍ଥ ରାଶ୍ୟାଧିପତି କାରଣରୁ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଶ୍ୱସ୍ତ ହେବେ ।

ମୀନ - ଚତୁର୍ଥସ୍ଥ ପାପଗ୍ରହ ଯୋଗୁଁ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଲାଗି ରହିବ । କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ଆଦର୍ଶ ବ୍ୟକ୍ତିତ୍ୱ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ଆନନ୍ଦ ଉପଭୋଗ କରିବେ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.