ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 08, 2020 IST

ମେଷ – ଅନ୍ୟ ମନସ୍କ ରହିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ଲଟରୀରୁ ହଠାତ୍ କିଛି ଅର୍ଥ ମିଳିପାରେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମିଥୁନ - ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ । କର୍ମ ଚଞ୍ଚଳ ରହିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି ।
ଚା ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
ଚା ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚା ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଚା କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଚା ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଚା ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସର୍ତକତାରେ ଚଳିବାକୁ ପଡିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ବିବାଦରେ ବିଜୟୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ – ପରର ଉପକାର କରି ନିଜେ କ୍ଷତି ସହିପାରନ୍ତି । ଭାଗ୍ୟଶାଳୀ ହେବେ । ବିଭିନ ଦିଗରୁ ଧନାଗମର ସୁଯୋଗ ସୃଷ୍ଟି ହୋଇଛି । ମିତ୍ର ସୁଖ ମିଳିବ । ମଧୁରଭାଷୀ, ସହନଶୀଳ, ଉଦାରପ୍ରେମୀ ହେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – କାର୍ଯ୍ୟରେ ଢେର ଅଗ୍ରଗତି ଘଟିବ । ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ଜିଣିବେ ଓ ତତ୍‌ଜନିତ ଧନଲାଭ ହୋଇପାରେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ତୁଳା – ଭଲ ଆୟ ହେବାର ସୂଚନା ମିଳୁଛି । ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ – କାର୍ଯ୍ୟରେ ଅଗ୍ରଗତି ଘଟିବ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ପାରିବାରିକ ସୁଖ ମିଳିବ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧାର୍ମିକ ହେବେ ।

ମକର – ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ - କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ମନା । ଆପଣଙ୍କ ପରାମର୍ଶ ଉପାଦେୟ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ - ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟ ଲାଭଜନକ ହେବ । ବନ୍ଧୁ ସହାୟତା ମିଳିପାରେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳତତ ହୋଇପାରନ୍ତି । ମନରେ ଅହଂଭାବ ରହିବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.