ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 22, 2020 IST

ମେଷ – ଗତକାଲି ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । ଶନିଙ୍କ ପ୍ରଭାବରୁ କାମ ଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ବୃଷ – ପାରିବାରିକ ସମସ୍ୟାକୁ ବାରମ୍ବାର ଚିନ୍ତା କରିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ରାହୁଙ୍କ କୁପ୍ରଭାବରୁ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ସକାଶେ ମନ ବଳାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ - ଆଜି ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ଅସୁବିଧା ହେବନି । ନିର୍ମାଣ କାର୍ଯ୍ୟ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ବନ୍ଧୁଙ୍କ ସାହାର୍ଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍ ହୋଇଯିବ । ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

କନ୍ୟା – ଆଜି ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ଅପୂରଣୀୟ ଆଶା ମନକୁ ଆଲୋଡନ କରିବା କାରଣରୁ ସାମୟିକ ଅଶାନ୍ତି ରହିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ଆଜି ପ୍ରତିଯୋଗିତା, ମାଲି ମକଦ୍ଦମା ଓ ବିବାଦୀୟ ଘଟଣାରେ ବିଜୟଲାଭ ଅବଶ୍ୟମ୍ଭାବୀ । ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଅଧିକାଂଶ ସମୟ ।ନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିବ । ଆଜିର ଯାତ୍ରା, ପରିବହନ, ବ୍ୟବସାୟ ଓ ବାଣିଜ୍ୟ ମାନ୍ଦା ହେବ ନାହିଁ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ଆଜି ସକାଳୁ ଯେଉଁ କାମରେ ବାହାରିଛନ୍ତି ସେଥିରେ ସଫଳତା ଅବଶ୍ୟ ପାଇବେ । ପରିବାରରେ ଶାନ୍ତି ଫେରି ଆସିବ । ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ - ସଠିକ୍ ମାର୍ଗରେ ପରିଚାଳିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - ବଳବାନ୍ ଶତ୍ରୁକୁ ଅତି ସହଜରେ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.