Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ରବିବାର ରାଶିଫଳ: ଜାଣନ୍ତୁ ଛୁଟି ଦିନରେ କେମିତି କଟିବ ଆପଣଙ୍କ ଦିନ

24/10/2020 at 6:40 PM

ମେଷ – ରବିବାର ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ ଏବଂ ଯାହା ଚାହୁଁଛନ୍ତି ତାହା ପାଇବେ । ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ସମର୍ଥନ କାମକୁ ଆଗକୁ ବଢାଇ ନେବାରେ ସାହାର୍ଯ୍ୟ କରିବ । ସାଭାସମିତିରେ କିମ୍ବା ଆଲୋଚନା ପରିସରରେ ଯୁକ୍ତି ବଳରେ ସମସ୍ୟାର ସାମାଧାନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଆର୍ୟୁବେଦୀକ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ – ସମସ୍ୟାବହୁଳ କର୍ମକ୍ଷେତ୍ର ରହିଥିଲେ ମଧ୍ୟ ଅର୍ଥବଳରେ ଅସାଧ୍ୟ ସାଧନର ରାସ୍ତା ଉନ୍ମୁକ୍ତ ହେବ । ଗାଡି ମୋଟର ସମ୍ପର୍କୀୟ ସମସ୍ୟା ଆସିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ପରିବାରରେ ଅଯଥା ବିରକ୍ତିବୋଧ ଓ ଲଘୁ କ୍ରୋଧ ପ୍ରକାଶ କରି ଆତ୍ମୀୟସ୍ୱଜନଙ୍କ ବିରାଗଭାଜନ ହେବେ । ଯେକୌନସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ ।  ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।            

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆର୍ୟୁବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ସ୍ୱାଭିମାନୀ ହେବେ ।

                                                                                                                                           ସିଂହ – କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍କ କରିବାରେ ପ୍ରଗାଢ ଚେଷ୍ଟା କରିପାରନ୍ତି, ଅଧୁରା କାମକୁ ହାସଲ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ ।  ଶୁଭ ଅଙ୍କ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ  ବୁଧକାରକ ଚେର ବ୍ୟବହାର କରନ୍ତୁ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା – ଆଜି ଆପଣ ଏକାଧାରାରେ ଅର୍ଥ, ସମ୍ମାନ, ବନ୍ଧୁମିଳନ ଓ ସାମାଜିକ ପ୍ରତିଷ୍ଠାର୍ଜନ କରିବେ । ଧର୍ମାନୁଷ୍ଠାନ କିମ୍ବା ସାଗଂଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖୀ ହେବେ ।

ତୁଳା – ଜନିଜମାକ୍ରୟବିକ୍ରୟ, ଗୃହ ପରିବର୍ତ୍ତନ, ସ୍ଥାନାନ୍ତର ତଥା ଅର୍ଥ ସମ୍ପର୍କୀୟ ଅନୁଚିନ୍ତା କରିବେ । ସାମାନ୍ୟ ବିଶ୍ରାମ କିମ୍ବା ଲଗୁ ଭୋଜନର ଅବସର ପାଇବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ବିଭିନ୍ନ ପ୍ରକାରର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ଅଶାନ୍ତିର କାରନ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ଆପଣଙ୍କ ଭୁଲ୍ ନିଷ୍ପତ୍ତି ଓ ବିବାଦୀୟ ମନ୍ତବ୍ୟ ପରିବେଶ ଓ ପରିସ୍ଥିତିକୁ ଗମ୍ଭୀର କରିଦେଇପାରେ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍‌କ ବିରୋଧ କଥା କହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ଆଜିର ଯାତ୍ରା ସମୟରେ ସ୍ଥାନ,କାଳ, ପାତ୍ରାନୁସାରୀ କଥାର ବ୍ୟତିକ୍ରମ ଅଯଥା ବିବାଦର ସୂତ୍ରପାତ କରିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ  – ଭୁଲ୍ ବୁଝାମଣାରୁ ପାରିବାରିକ କଳହ, ବିତର୍କରୁ ଲୋକ ସମ୍ପର୍କ ହାନି ଓ ବନ୍ଧୁବର୍ଗଙ୍କ ସହ ସମ୍ପର୍କକୁ ତିକ୍ତ କରାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ – ବନ୍ଧୁମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜକୁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଈର୍ଷା କରୁଥିବା ଲୋକମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

   Related Posts